ଜଅନ୍ 12:26 - ସତିଅର୍ ବାଟ୍ ନୁଆ ନିୟମ୍ 202026 ଜନ୍ ଲକ୍ ମର୍ ସେବା କର୍ବାକେ ମନ୍ କଲାନି, ସେ ମର୍ ସଙ୍ଗ୍ ଆସ । ମୁଇ ଜନ୍ ଜାଗାଇ ରଇବି, ମର୍ ସେବା କାମ୍ କର୍ବା ଲକ୍ମନ୍ମିସା ସେ ଜାଗାଇ ରଇବାଇ । ଆରି ସେ ମର୍ ଆରି ମର୍ ବାବା ପର୍ମେସରର୍ ସନ୍ମାନ୍ ପାଇସି ।” အခန်းကိုကြည့်ပါ။ |
ମୁଇ ସିମନ୍ ପିତର୍, ଜିସୁକିରିସ୍ଟର୍ ଗଟେକ୍ ଗତିଦାଙ୍ଗ୍ଡା ଆରି ପେରିତ୍ ଅଇଆଚି । ଆମେ ଜେନ୍ତି ଜିସୁକିରିସ୍ଟକେ ବିସ୍ବାସ୍ କରିଆଚୁ, ସେନ୍ତାରି ବିସ୍ବାସ୍ କର୍ବା ଲକ୍ମନ୍କେ ଏ ଚିଟି ଲେକ୍ଲିନି । ସେ ଆମର୍ ପର୍ମେସର୍ ଆରି ମୁକ୍ତିକାରିଆ । ତାକେ ବିସ୍ବାସ୍ କର୍ବାକେ ସେ ଆକା ଆମ୍କେ ବପୁଦେଲାଆଚେ । ସେ କର୍ବା ସବୁ କାମ୍ ଟିକ୍ ଆରି କାଇ ଅନିଆଇ ନାଇ । ।