30 ଜିସୁ ସେ ଲକ୍ମନ୍କେ କଇଲା, “ଏ ସବଦ୍ ମର୍ ପାଇ ଅଏନାଇ, ମାତର୍ ତମର୍ ପାଇସେ ଅଇଲା ।
ଆରି ମୁଇ ତେଇ ନ ରଇଲି, ସେଟାର୍ପାଇ ତମର୍ ସଙ୍ଗ୍ ସାର୍ଦା କଲିନି, ଜେନ୍ତାରିକି ତମେ ବିସ୍ବାସ୍ କର୍ସା । ମାତର୍ ଆସା, ଏବେ ଆମେ ତାକେ ଜାଇ ଦେକୁ ।”
ତମେ ଜେଡେବେଲେ ମିସା ମର୍ ପାର୍ତନା ସୁନ୍ସା, ଏଟା ମୁଇ ଜାନି, ମାତର୍ ଜନ୍ ଲକ୍ମନ୍ ଏ ଚାରିବେଡ୍ତି ଟିଆଅଇ ଆଚତ୍, ସେମନ୍ ଜେନ୍ତିକି ତମେଆକା ମକେ ପାଟାଇଆଚାସ୍ ବଲି ବିସ୍ବାସ୍ କର୍ବାଇ, ଏଟାର୍ ପାଇ ମୁଇ ଏନ୍ତିବଲି କଇଲି ।”
ଏବେ ଏ ଦୁନିଆର୍ ବିଚାର୍ କର୍ବା ଦିନ୍ କେଟ୍ଲା ଆଚେ, ଏ ଦୁନିଆର୍ ସାସନ୍ କରୁକେ ମୁଇ ବାଇରେ ପିଙ୍ଗିଦେବି ।
ମର୍ ବିସଇ କେ ମିସା ସାକି ଦେଅତ୍ ବଲି ମୁଇ ମନ୍ କରିନାଇ । ଜେନ୍ତିକି ତମେ ପାପେଅନି ରକିଆ ପାଇସା ସେଟାର୍ ପାଇ ମୁଇ ଏ ସବୁ କଇଲିନି ।
ଆମର୍ ମାପ୍ରୁ ଜିସୁକିରିସ୍ଟ ଜିବନ୍ ଦୁକାଇ ଅଇଲା ବିସଇ ତମେ ଜାନିଆଚାସ୍ । ସର୍ଗେ ସେ ବେସି ସାଉକାର୍ ଅଇରଇଲେ ମିସା ସେ ନିଜେ ଅର୍କିତ୍ ଅଇଆଇଲା । ଜେନ୍ତି କି ତାର୍ଲାଗି ତମେ ସାଉକାର୍ ଅଇସା ।