ଜଅନ୍ 12:34 - ସତିଅର୍ ବାଟ୍ ନୁଆ ନିୟମ୍ 202034 ସେବେଲା ସବୁ ଲକ୍ମନ୍ ତାକେ କଇଲାଇ, “ମସିଅ ସବୁ ଦିନର୍ ପାଇ ବଁଚି ରଇସି ବଲି ଆମର୍ ସାସ୍ତରେ ଲେକା ଆଚେ । ତୁଇ କେନ୍ତି ପର୍ମେସରର୍ ପିଲାକେ କୁର୍ସେ ଟେକ୍ବାଇ ବଲି କଇଲୁସ୍ନି ? ଏନ୍ତିବଇଲେ ପର୍ମେସରର୍ ଟାନେଅନି ଆଇଲା ନର୍ପିଲା କେ ତେବେ ?” အခန်းကိုကြည့်ပါ။ |