39 ସେଟାର୍ପାଇ ସେମନ୍ ବିସ୍ବାସ୍ ନ କର୍ତେରଇଲାଇ । ତେବେ ଜିସାୟ ଆରିତରେକ୍ କଇଲାଆଚେ,
ଜଦି ମୁଇ ସେ ମନ୍କଲାଟା ପୁରାପୁରୁନ୍ କର୍ବି ବଇଲେ, ମକେ ବିସ୍ବାସ୍ ନ କଲେମିସା ମୁଇ କର୍ବା କାମ୍ ବିସ୍ବାସ୍ କରା । ସେଟାର୍ ପାଇ ତମେ ଜାନିପାରାସ୍ ଜେ, ମର୍ ବାବା ପର୍ମେସର୍ ମର୍ ସଙ୍ଗ୍ ଆଚେ ଆରି ମୁଇ ତାର୍ଟାନେ ଆଚି ।”
ଜେନ୍ତାରି ଜିସାୟ ବବିସତ୍ବକ୍ତା କଇଲା କାତା ସତ୍ ଅଇଲା । ସେ ଏନ୍ତି କଇରଇଲା, “ଏ ମାପ୍ରୁ, ଆମେ କଇଲା କାତା ସୁନିକରି କେ ବିସ୍ବାସ୍ କଲାଆଚେ ? ଆରି ମାପ୍ରୁ କାର୍ଲଗେ ତାର୍ ରକିଆ କର୍ବା ବପୁ ଦେକାଇଲା ?”
ପର୍ମେସର୍ ଜେନ୍ତିକି ତାକର୍ ଦେକ୍ବା ଆଁକି କାଣା କରିଦେଇଆଚେ ଆରି ସେମନର୍ ବୁଜ୍ବା ବପୁ ନସାଇଦେଇଆଚେ ସେଟାର୍ପାଇ ସେମନ୍ ଦେକି ନାପାର୍ଲାଇନି କି ମୁଲ୍କେ ବୁଜି ନାପାର୍ଲାଇନି । ସେମନ୍ ନିକ ଅଇବାକେ ମର୍ଟାନେ ବାଉଡି ଆସତ୍ନାଇ । ଏଟା ପର୍ମେସର୍ କଇଲାନି । ଆମେ ସେମନ୍କେ ନିକ ନ କରୁ ।
ତମେ ନିଜର୍ ନିଜର୍ ବିତ୍ରେ ସନ୍ମାନ୍ ପାଇବାକେ ମନ୍କଲାସ୍ନି । ମାତର୍ ପର୍ମେସରର୍ ଆଲାଦ୍ ପାଇବାକେ ମନ୍ କରାସ୍ ନାଇ । ସେନ୍ତି ବଇଲେ ତମେ କେନ୍ତି ମକେ ବିସ୍ବାସ୍ କରିପାରାସ୍ ?
ମକେ ପାଟାଇରଇବା ପର୍ମେସର୍ ମର୍ ଲଗେ ଡାକି ନ ଆନ୍ଲେ, କେ ମିସା ମର୍ ଲଗେ ଆସିନାପାରତ୍ । ଆରି ଜେ ଜେ ଆଇବାଇ, ସେମନ୍କେ ମୁଇ ସାରାସାରି ଦିନେ ମଲାଟାନେଅନି ଜିବନ୍ କରି ଉଟାଇବି ।
ବେସିଆ କାମ୍ କର୍ବାକେ ସବୁବେଲେ ମନ୍ କର୍ତେରଇବାଇ । ସେନ୍ତାରି କର୍ବାଟାନେଅନି ସେମନ୍ କେବେ ନ ତେବତ୍ । ମନ୍ ବିତ୍ରେ ଦୁର୍ବଲ୍ ରଇବା ଲକ୍ମନ୍କେ ନାଡାଇକରି ପାପ୍କାମ୍ କର୍ବାଟାନେ ଡାକିନେବାଇ । ସେମନ୍ ବେସି ଲବି ଅଇଆଚତ୍ । ପର୍ମେସର୍ ସେମନ୍କେ ସାଇପ୍ ଦେଲା ଆଚେ ।