4 ଜିସୁର୍ ସିସ୍ମନର୍ ବିତ୍ରେ ଅନି ଇସ୍କାରିୟତ୍ ଜିଉଦା ନାଉଁର୍ ସିସ୍, ଜେ କି ଜିସୁକେ ସତ୍ରୁମନ୍କେ ସର୍ପିଦେବାକେ ଜାଇତେ ରଇଲା, ସେ କଇଲା,
କିଣାନିୟ ସିମନ୍ ଜେ କି ଇସ୍ରାଏଲ୍ ଲକ୍ମନର୍ ମୁକ୍ତିର୍ ପାଇ ଚେସ୍ଟା କର୍ତେରଇଲା । ଆରି ଇସ୍କାରିୟତ୍ ଜିଉଦା, ଜେ ଜିସୁକେ ସତ୍ରୁମନ୍କେ ସର୍ପିଦେଇ ରଇଲା ।
ଜିସୁର୍ ବାର୍ଟା ସିସ୍ମନର୍ ବିତ୍ରେଅନି ଇସ୍କାରିୟତ୍ ଜିଉଦା ନାଉଁର୍ ଗଟେକ୍ ସିସ୍ ମୁକିଅ ପୁଜାରିମନର୍ ଲଗେ ଜାଇ ପାଚାର୍ଲା ।
ଜାକୁବର୍ ପ ଜିଉଦା ଆରି ଇସ୍କାରିତ ଜିଉଦା, ଜେ କି ଜିସୁକେ ସତ୍ରୁମନ୍କେ ସର୍ପିଦେଇ ରଇଲା ।
“ଏ ବାସ୍ନା ଚିକନ୍ ତିନ୍ ସଅ ରୁପା ଟାଙ୍ଗାକେ ବିକିକରି ସେ ଡାବୁ ଗରିବ୍ ଲକ୍ମନ୍କେ ଦେଲେ ନଇତା କି ?”
ସେଦିନର୍ ରାତି ଜିସୁ ଆରି ତାର୍ ସିସ୍ମନ୍ କାଇବାକେ ବସିରଇଲାଇ । ଜିସୁକେ ବିସ୍ବାସେ ବିସ୍ ଦେଲାପାରା କରାଇବା ଚିନ୍ତା, ସଇତାନ୍ ସିମନ୍ ଇସ୍କାରିୟତର୍ ପିଲା ଜିଉଦାର୍ ମନେ ପୁରିକରି ଦେଲା ।
ଜିସୁ କଇଲା, “ମୁଇ ଏ ରୁଟି ଜଲେ ଚବାଲି ଜାକେ ଦେବି, ସେ ଲକ୍ ସେ ।” ସେବେଲେ ସେ ରୁଟି ଜଲେ ଚବାଲି କରି ସିମନ୍ ଇସ୍କାରିୟତର୍ ପିଲା ଜିଉଦାକେ ଦେଲା ।