ଜଅନ୍ 12:41 - ସତିଅର୍ ବାଟ୍ ନୁଆ ନିୟମ୍ 202041 ଜିସାୟ ବବିସତ୍ବକ୍ତା ପୁର୍ବେ ଜିସୁ ମାପ୍ରୁର୍ ଏ ସବୁ ମଇମା ଜାନିରଇଲାଜେ ଏନ୍ତି ବଲି କଇରଇଲା । အခန်းကိုကြည့်ပါ။ |
ପର୍ମେସରର୍ ମଇମାର୍ ଉଜଲ୍ ମାପ୍ରୁ ଜିସୁର୍ଟାନେ ଡିସ୍ସି । ପର୍ମେସର୍ ଜେନ୍ତାରି ଆଚେ, ତାର୍ ପଅ ସେନ୍ତାରିସେ । ଜନ୍ ବପୁର୍ ବାକିଅ ପଅ କାତା ଅଇସି, ସେ ବାକିଅ ସଙ୍ଗ୍ ତିଆର୍କଲାଟା ସେ ସାସନ୍ କର୍ସି । ଆମର୍ ପାପର୍ ଲାଗି କେମା କରିସାରାଇଲା ପଚେ, ସେ ସର୍ଗେ ବାଅଡ୍ଲା । ଆରି ସବୁର୍ତେଇଅନି ବପୁ ରଇବା ପର୍ମେସରର୍ ଉଜାବାଟେ ସାସନ୍ କର୍ବାକେ ବସ୍ଲା ।
ମୁଇ ତାକେ ଜୁଆର୍ କର୍ବି ବଲି ତାର୍ ଗଡେ ଡାଣ୍ଡାସନ୍ ପଡ୍ଲି, ମାତର୍ ସେ ମକେ କଇଲା, “ନିଚୁ, ମୁଇ ଆରି ତର୍ ସଙ୍ଗର୍ ବିସ୍ବାସି ବାଇମନ୍ ଜେତ୍କି ଲକ୍ ଆମେ ସବୁ ଜିସୁ ଜାନାଇରଇବା ସତ୍ ଦାରିଆଚୁ, ଆମେ ସବୁ ଅବ୍କା ଦାଙ୍ଗ୍ଡାମନ୍, ପର୍ମେସର୍କେ ଜୁଆର୍ କରା । କାଇକେବଇଲେ ଜିସୁ ଜନ୍ ସତ୍ ଜାନାଇଆଚେ, ସେଟାସେ ବବିସତ୍ ବକ୍ତାମନ୍କେ କାତାଅଇବାକେ ବପୁଦେଲାଆଚେ ।”