ଜଅନ୍ 12:43 - ସତିଅର୍ ବାଟ୍ ନୁଆ ନିୟମ୍ 202043 ସେମନ୍ ପର୍ମେସର୍କେ ମାନାଇବା ଟାନେଅନି ଲକ୍ମନ୍କେ ମାନାଇବାଟା ଅଦିକ୍ ନିକ ବଲି ବାବ୍ତେରଇଲାଇ । အခန်းကိုကြည့်ပါ။ |
ସେଟାର୍ପାଇ ତମେ କାକେ ମିସା କାଇ ବିସଇ ନେଇ ବିଚାର୍ କରାନାଇ । କାଇକେବଇଲେ ବିଚାର୍ନା କର୍ବାକେ ବେଲା ଅଏ ନାଇତା । ମାପ୍ରୁ ବିଚାର୍ନା କର୍ବାକେ ଆଇବାଜାକ ଜାଗା । ମାପ୍ରୁ ଆଇଲେ ଆକା ସାରାସାରି ବିଚାର୍ନା ଅଇସି । ସେ ଆନ୍ଦାର୍ ବିତ୍ରେ ଲୁଚ୍ତେ ରଇଲା ସବୁ ବିସଇ ଉଜଲେ ଦେକାଇ ଦେଇସି । ଆରି ଲକ୍ମନର୍ ମନ୍ ବିତ୍ରର୍ କାତା ସବୁ ଦେକାଇ ଦେଇସି । ସେଡ୍କି ବେଲେ ସବୁଲକ୍ ପର୍ମେସରର୍ ଟାନେଅନି ଲାଡ୍ ପାଇବାଇ ।