ଜଅନ୍ 12:48 - ସତିଅର୍ ବାଟ୍ ନୁଆ ନିୟମ୍ 202048 ଜେ ମକେ ନିଚି କରି ମର୍ ବାକିଅ ନ ମାନେ, ମର୍ ଟଣ୍ଡର୍ ବାକିଅ ତାର୍ ବିଚାର୍ କାରିଆ ଅଇସି । ସାରାସାରି ଦିନେ ସେ ବାକିଅସେ ତାକେ ବିଚାର୍ କର୍ସି । အခန်းကိုကြည့်ပါ။ |
ତାର୍ପଚେ ଜିସୁ, ପର୍ମେସର୍ ଅନି ଆଇଲା ନର୍ପିଲାକେ କାଇ କାଇଟା ଅଇସି ବଲି ତାର୍ ସିସ୍ମନ୍କେ ସିକାଇଦେବାର୍ ଦାର୍ଲା । ସେ କଇଲା, “ପର୍ମେସରର୍ଟାନେଅନି ଆଇଲା ନର୍ପିଲା ମୁଇ ବେସି ଦୁକ୍ କସ୍ଟ ପାଇବାର୍ ଆଚେ । ମୁକିଅ ନେତାମନ୍, ମୁକିଅ ପୁଜାରିମନ୍, ଆରି ନିୟମ୍ ସିକାଇଦେବା ଲକ୍ମନ୍ ମକେ ନ ନାମତ୍ । ସେମନ୍ ମକେ ମରାଇବାଇ ଆରି ତିନ୍ଦିନ୍ ଗାଲାପଚେ ମୁଇ ଆରି ତରେକ୍ ମଲାତେଇଅନି ଜିବନ୍ ଅଇ ଉଟ୍ବି ।”