50 ଆରି ମୁଇ ଜାନିଆଚି, ତାର୍ ଆଦେସ୍ ନ ସାର୍ବା ଜିବନ୍ ଦେଇସି । ମର୍ ବାବା ମକେ ଜନ୍ କାତା କଇବାକେ ଆଦେସ୍ ଦେଇଆଚେ, ସେଟାସେ ମୁଇ କଇଲିନି ।
ତମେସେ ଗଟେକ୍ ପର୍ମେସର୍, ତମ୍କେ ଆରି ତମେ ପାଟାଇରଇବା ଜିସୁ କିରିସ୍ଟକେ ଜାନ୍ବାଟା ଅଇଲାନି ନ ସାର୍ବା ଜିବନ୍ ।
ମାତର୍ ଏତ୍କିସେ ଲେକାଅଇଲା, “ତମେ ଜେନ୍ତିକି ବିସ୍ବାସ୍ କର୍ସା ଜେ, ଜିସୁସେ ପର୍ମେସରର୍ ପଅ, ଜେକି ମସିଅ, ଆରି ତାକେ ବିସ୍ବାସ୍ କଲେସେ ତମେ ଜିବନ୍ ପାଇସା ।”
ଜିସୁ ସେମନ୍କେ କଇଲା, “ମୁଇ ତମ୍କେ ସତ୍ କଇଲିନି, ପର୍ମେସରର୍ ପିଲା ମୁଇ ନିଜେ କାଇଟା ମିସା କରିନାପାରି । ମର୍ ବାବା ଜନ୍ ଜନ୍ଟା ସବୁ କର୍ବାଟା ମୁଇ ଦେକ୍ଲିନି ସେଟାସେ ମୁଇ କରିପାରି । କାଇକେ ବଇଲେ ବାବା ଜନ୍ ଜନ୍ଟା ସବୁ କଲାନି ତାର୍ପିଲା ମୁଇ ମିସା ସେଟା ସବୁ ସେନ୍ତିସେ କଲିନି ।
ପର୍ମେସରର୍ ଆତ୍ମାସେ ଜିବନ୍ ଦେଇପାରେ । ମୁନୁସର୍ ବପୁ କାଇଟା କରିନାପାରେ । ପର୍ମେସରର୍ ଜିବନ୍ ଦେବା ଆତ୍ମା ତମେ ଜେନ୍ତାରିକି ଜାନି ପାର୍ସା ? ସେଟାର୍ପାଇ ମୁଇ ଏ କାତା କଇଲିଆଚି ।
ସିମନ୍ ପିତର୍ ତାକେ କଇଲା, “ମାପ୍ରୁ ତମ୍କେ ଚାଡି ଆମେ କାର୍ଲଗେ ଜିବୁ ? ତମର୍ଟାନେତା ନ ସାର୍ବା ଜିବନର୍ ବାକିଅ ଆଚେ ।
ସେଟାର୍ପାଇ ସେ ସେମନ୍କେ କଇଲା, “ତମେ ନର୍ପିଲା ମକେ କୁର୍ସେ କୁଟି ମାରି ଉଟାଇଲାବେଲେ ଜାନ୍ସା, ସେ ନିଜେ ମୁଇ ସେ । ମୁଇ ନିଜର୍ ଅଦିକାରେ କାଇଟା କରି ନାପାରି, ମର୍ ବାବାର୍ ଟାନେଅନି ଜାଇଟା ସିକ୍ଲି ଆଚି, ସେଟାସେ କଇଲିନି, ସେଟା ତମେ ବୁଜ୍ସା ।
ଏଲେମିସା ଏଟାର୍ପାଇ ମକେ କିରିସ୍ଟ ଦୟା ଦେକାଇଲା । ସେ ମକେ କେମା କଲାକେ କେତେକ୍ ମୁର୍ଚିକରି ଆଚେ ବଲି ଦେକାଇବାକେ ସେ ମନ୍ କଲା । ବିନ୍ ଲକର୍ଟାନେଅନି ମୁଇ ଅଦିକ୍ ପାପ୍ କଲିଆଚି । ଏଟା ଏନ୍ତାରି ଅଇଲା । ଜେନ୍ତିକି ଦିନେକ୍ ଜେତ୍କି ଲକ୍ସବୁ ତାକେ ବିସ୍ବାସ୍ କରି ସବୁଦିନର୍ପାଇ ମୁକ୍ତି ପାଇବାଇ ସେମନର୍ପାଇ ମୁଇ ଗଟେକ୍ ସାକି ଇସାବେ ରଇବି ।
କିରିସ୍ଟ ନିଜେ ଆମ୍କେ ନ ସାର୍ବା ଜିବନ୍ ଦେବି ବଲି କାତାଦେଇଆଚେ ।
ଆମେ ଏଟା ମିସା ଜାନିଆଚୁ ଜେ, ତାର୍ ପଅ ଏ ଜଗତେ ଆଇଲା ଆରି ଆମ୍କେ ସତ୍ ପର୍ମେସର୍କେ ଜାନାଇଲା । ଏ ସତ୍ ପର୍ମେସରର୍ ସଙ୍ଗ୍ ଆମେ ମିସିକରିଆଚୁ । କାଇକେବଇଲେ ତାର୍ ପଅ ଜିସୁକିରିସ୍ଟର୍ ସଙ୍ଗ୍ ଆମେ ମିସିଆଚୁ । ସେ ସେ ସତ୍ ପର୍ମେସର୍ ଆରି ସେ ସେ ଲକ୍ମନ୍କେ ନ ସାର୍ବା ଜିବନ୍ ଦେଇସି ।