9 ଏତ୍କିବିତ୍ରେ ଜିସୁ ବେତ୍ନିଆଇ ଆଚେ ବଲି ଜାନିକରି ବେସି ଜିଉଦି ଲକ୍ମନ୍ ଆଇଲାଇ । ଅବ୍କା ଜିସୁକେ ସେ ଦେକ୍ବାକେ ନାଇ, ମାତର୍ ଜନ୍ ଲାଜାର୍କେ ଜିସୁ ମଲାଟାନେଅନି ଉଟାଇରଇଲା ତାକେ ମିସା ଦେକ୍ବାର୍ ଆସିରଇଲାଇ ।
“ଜଦି ଦାଉଦ୍ ରାଜା ନିଜେ ମାପ୍ରୁବଲି କଇରଇଲା ବଇଲେ ପର୍ମେସର୍ ବାଚିକରି ପାଟାଇରଇବା ମସିଅ କେନ୍ତି ଦାଉଦର୍ ପିଲା ଅଇସି ?” ତେଇ ରଇଲା ବେସି ଲକ୍ମନ୍ ସାର୍ଦା ସଙ୍ଗ୍ ଏ କାତା ସୁନ୍ଲାଇ ।
ଏତ୍କି ବିତ୍ରେ ଜିସୁ ନିସ୍ତାର୍ ପରବ୍ ଅଇବାକେ ଚ ଦିନର୍ ଆଗ୍ତୁ ବେତ୍ନିଆ ଗାଲା । ତେଇ ଲାଜାରର୍ ଗର୍ । ଜିସୁ ଏ ଲାଜାର୍କେସେ ମଲାଟାନେଅନି ଉଟାଇରଇଲା ।
ମାତର୍ ମୁକିଅ ପୁଜାରିମନ୍ ଲାଜାର୍କେ ମିସା ମରାଇବାକେ ଜଜ୍ନା କଲାଇ ।
ତାର୍ ଆର୍କର୍ ଦିନେ ରକିଆପାଇବା ପରବେ ଆସିରଇବା ବେସି ଲକ୍ମନ୍ ଜିସୁ ଜିରୁସାଲାମ୍ ଆଇଲାନି ବଲି ସୁନ୍ଲାଇ ।
ଜିସୁ ଲାଜାର୍କେ ମଲାଟାନେଅନି ଉଟାଇକରି ସମାଦିଅନି ବାରଇବାକେ କଇଲାବେଲେ ଜନ୍ ଲକ୍ମନ୍ ଜିସୁର୍ ସଙ୍ଗ୍ ରଇଲାଇ, ସେମନ୍ ସେ ଗଟ୍ନା ବିସଇର୍ ସାକି ଦେବାର୍ ଦାର୍ଲାଇ ।
ମାତର୍ ତାକର୍ ବିରୁଦେ କାଇବଲି କଇନାପାର୍ଲାଇ, କାଇକେ ବଇଲେ ନିମାନ୍ ଅଇଲା ଲକ୍କେ ପିତର୍ ଆରି ଜଅନ୍ସଙ୍ଗ୍ ଟିଆଅଇରଇଲାଟା ଦେକ୍ଲାଇ ।