15 ମୁଇ ଏଟା ତମର୍ ପାଇ ଗଟେକ୍ ଉଦାଅରଣ୍ ପାରା କଲିଆଚି, ତମେ ମିସା ବିନ୍ ଲକ୍ମନ୍କେ ଏନ୍ତି କରା ।
ମର୍ ଜୁଆଡି ବଇ ମର୍ଟାନେଅନି ସିକା । କାଇକେବଇଲେ ମୁଇ ନିଜେ ସୁଆଲ୍ ଆରି ମର୍ ମନ୍ କୁଉଁଲ୍ ଅଇଲାର୍ ଲାଗି ତମେ ମର୍ଲଗେ ପୁଣ୍ଡ୍ସା ।
ପର୍ମେସର୍ସେ ଆମ୍କେ ମୁର୍ଚିରଇବାଟା ଆରି ସାର୍ଦା କରାଇବାଟା ଦେଇସି । ଆରି ଜିସୁକିରିସ୍ଟର୍ ବାଟେ ଇଣ୍ଡି କରି ସବୁର୍ ମନ୍ ଗଟେକ୍ ଅଇବାକେ ସାଇଜ କର ।
ଜେନ୍ତାର୍ କି କିରିସ୍ଟ ଆମ୍କେ ଆଲାଦ୍ କରି ଆମର୍ ପାଇ ମରି ରଇଲା । ଗଟେକ୍ ସୁନ୍ଦର୍ ବାସ୍ନା ଅଇବା ବଲି ପାରା ସେ ତାର୍ ଜିବନ୍ ପର୍ମେସର୍କେ ସର୍ପିଦେଲା ।
ସେନ୍ତାରି ଚଲାଚଲ୍ତି କର୍ବାକେ ପର୍ମେସର୍ ତମ୍କେ ଡାକ୍ଲାଆଚେ । କିରିସ୍ଟ ତମର୍ପାଇ ଦୁକ୍କସ୍ଟ ମୁର୍ଚି କରି, ତମେ ଚଲାଚଲ୍ତି କର୍ବାଟା ଦେକାଇଆଚେ ।
ତମେ ଦେକାରକା କର୍ବା ଲକ୍ମନ୍କେ ବାଦିଅ କରାନାଇ । ତାର୍ ବାଦୁଲେ ତମର୍ ନିକ ଚଲାଚଲ୍ତି ଦେକି ସେମନ୍ ସିକତ୍ ।
କେ ଜଦି ପର୍ମେସରର୍ ସଙ୍ଗ୍ ମିସିଆଚି ବଲି କଇଲେ, ଜିସୁର୍ ଚଲାଚଲ୍ତି ପାରା ଚଲ୍ବାର୍ଆଚେ ।