20 “ତମ୍କେ ସତ୍ କାତା କଇଲିନି, ଜନ୍ ଲକ୍ମନ୍ ମର୍ କବର୍ ନେବା ଲକ୍ମନ୍କେ ନାମ୍ବାଇ, ସେମନ୍ ମକେ ମିସା ନାମ୍ବାଇ, ଆରି ମକେ ପାଟାଇଲା ପର୍ମେସର୍କେ ମିସା ନାମ୍ବାଇ ।”
ପଚେ, ମୁଇ ସେମନ୍କେ କଇବି, ମୁଇ ତମ୍କେ ସତ୍କଇଲିନି, ଏ ମର୍ ବାଇମନର୍ ବିତ୍ରେ ସବୁର୍ଟାନେଅନି ଗଟେକ୍ ସାନ୍ ଲକର୍ ପାଇ, ଜାଇଟା ସବୁ କରିଆଚାସ୍, ସେଟା ମର୍ ପାଇ କରିଆଚାସ୍ ।
“କେ କେ ମର୍ ଲାଗି ଏନ୍ତାରି ଗଟେକ୍ ସାନ୍ଟା ପିଲାକେ ନାମ୍ବାଇ, ସେମନ୍ ମକେ ନାମ୍ଲାଇନି, ଆରି କେ କେ ମକେ ନାମ୍ଲାଇନି, ସେମନ୍ ମକେ ନାଇ, ମାତର୍ ମକେ ପାଟାଇରଇବା ମର୍ ବାବାକେ ନାମ୍ଲାଇନି ।”
ଜେଡେବେଲେ ଜନ୍ ଲକ୍ମନ୍ ତମର୍ କାତା ସୁନ୍ବାଇ, ସେମନ୍ ମର୍ କାତା ସୁନ୍ବାଇ । ଜନ୍ ଲକ୍ମନ୍ ତମ୍କେ ନ ମାନତ୍, ସେମନ୍ ମକେ ନ ମାନତ୍, ଆରି ଜନ୍ ଲକ୍ମନ୍ ମକେ ନ ମାନତ୍, ସେମନ୍ ମକେ ପାଟାଇରଇବା ପର୍ମେସର୍କେ ମିସା ନ ମାନତ୍ ।
“କେ ମିସା ମର୍ ନାଉଁଦାରି ଏ ପିଲାକେ ନାମ୍ସି, ସେ ମକେ ନାମ୍ସି । ଜେ ମକେ ନାମ୍ସି, ସେ ମର୍ ପାଟାଇରଇବା ବାବାକେ ନାମ୍ସି । ସେଟାର୍ପାଇ ତମର୍ ବିତ୍ରେ ଜେ ସବୁର୍ ଟାନେଅନି ସାନ୍, ସେ ପର୍ମେସର୍ ତେଇ ମୁକିଅ ।”
ମାତର୍ ମର୍ ଗାଗଡ୍ ନିକ ନ ରଇଲାର୍ପାଇ ତମ୍କେ ବେସି ଅସୁବିଦା ଅଇଲା । ଅଇଲେମିସା ତମେ ମକେ ଏଲା କରାସ୍ ନାଇ କି ଚାଡି ଦିଆସ୍ ନାଇ, ମାତର୍ ମକେ ଗଟେକ୍ ସରଗର୍ ଦୁତ୍ପାରା ଡାକି ରଇଲାସ୍ । କିରିସ୍ଟ ଜିସୁକେ ଜେନ୍ତି ତମେ ଡାକ୍ତାସ୍, ସେନ୍ତି ମକେ ମିସା ଡାକ୍ଲାସ୍ ।
ତେବେ ଜିସୁକିରିସ୍ଟକେ ତମର୍ ମାପ୍ରୁ ଇସାବେ ଜେନ୍ତି ବିସ୍ବାସ୍ କରିଆଚାସ୍, ସେନ୍ତାରି ତାର୍ସଙ୍ଗ୍ ମିସିକରି ରୁଆ ।
ତେବେ ଜେ ଆମର୍ ଏ ସିକିଆ ନ ନାମେ, ସେ ଅବ୍କା ମୁନୁସ୍କେ ନ ନାମେ । ମାତର୍ ଜନ୍ ପର୍ମେସର୍ ତମର୍ ବିତ୍ରେ ସୁକଲ୍ଆତ୍ମା ଦେଇସି, ତାକେ ନ ନାମେ ।