29 ଇସ୍କାରିୟତ୍ ଜିଉଦାର୍ ଲଗେ ଡାବୁ ପେଡି ରଇଲାଜେ କେତେଟା ସିସ୍ମନ୍ ପାଚାର୍ଲାଇ, “ପରବ୍ ପାଇ କାଇକାଇଟା ଦର୍କାର୍ ଆଚେ, ସେଟାର୍ପାଇ ନଇଲେ ଗରିବ୍ ଲକ୍ମନ୍କେ ଦାନ୍ଦେବାକେ ଜିସୁ ତାକେ କଇଲାଆଚେ ।”
ନିସ୍ତାର୍ ପରବର୍ ଆଗ୍ତୁର୍ ଦିନ୍ ଅଇରଇଲା । ଜିସୁ, ଏ ଜଗତ୍ ଚାଡି ବାବା ପର୍ମେସରର୍ ଲଗେ ଜିବାକେ ତାର୍ ବେଲା କେଟ୍ଲାବେ ବଲି ଜାନିରଇଲା । ଦୁନିଆଇ ରଇବା ତାର୍ ସବୁ ଲକ୍ମନ୍କେ ସାରାସାରି ଜାକ ବେସି ଆଲାଦ୍ କର୍ତେରଇଲା ।
ଜିସୁ ଏ କାତା ଇସ୍କାରିୟତ୍ ଜିଉଦାକେ କାଇକେ କଇଲା, ତେଇ କାଇବାକେ ବସି ରଇଲା ଲକ୍ମନର୍ ବିତ୍ରେଅନି କେମିସା, ବୁଜି ନାପାର୍ଲାଇ ।
ସେମନ୍ ଆମ୍କେ ସେମନର୍ ଦଲେ ଅବାବେ ରଇଲା ଲକ୍ମନ୍କେ ଏତାଇତେରୁଆ ବଲି ଅବ୍କା ଏତ୍କି ଗୁଆରି କରିରଇଲାଇ । ସେ ବିସଇ କର୍ବାକେସେ ମର୍ ମନ୍ ରଇଲା ।
ଜେ ଚରାଇତେ ରଇଲା, ସେ ଆରି ନ ଚର୍ ଅଅ । ମାତର୍ ନିଜେ ତାର୍ ଜିଉନା କାଉନାର୍ ପାଇ କାଇଆଲେ ନିକ କାମ୍ କର । ସେନ୍ତାର୍ଆଲେ ଅର୍କିତ୍ ଲକ୍ମନ୍କେ ଦେବାକେ ତାର୍ଟାନେ କାଇଟା ମିସା ରଇସି ।