30 ତାର୍ ପଚେ ଇସ୍କାରିୟତ ଜିଉଦା ରୁଟି ମାଙ୍ଗି ଦାପ୍ରେ ବାରଇକରି ଉଟିଗାଲା । ସେ ବେଲେ ରାତି ଅଇରଇଲା ।
ସବୁ ଦିନେତା ମୁଇ ମନ୍ଦିରେ ତମର୍ ସଙ୍ଗ୍ ରଇଲି, ମାତର୍ ତମେ ମକେ ବାନ୍ଦାସ୍ ନାଇ । ଏବେ ବେଲା କେଟ୍ଲା ଆଚେ । ମକେ କାଇଟାମିସା କର୍ବାକେ ପର୍ମେସର୍ ସଇତାନ୍କେ ଅନୁମତି ଦେଲାଆଚେ ।”
ଜିସୁ କଇଲା, “ମୁଇ ଏ ରୁଟି ଜଲେ ଚବାଲି ଜାକେ ଦେବି, ସେ ଲକ୍ ସେ ।” ସେବେଲେ ସେ ରୁଟି ଜଲେ ଚବାଲି କରି ସିମନ୍ ଇସ୍କାରିୟତର୍ ପିଲା ଜିଉଦାକେ ଦେଲା ।
ସେମନ୍ ମାର୍ବାକେ ଆରି ମରାଇବାକେ ତେରେପେତେ ଅଇଲାଇନି ।