36 ସିମନ୍ ପିତର୍ ଜିସୁକେ ପାଚାର୍ଲା, “ଏ ମାପ୍ରୁ ତମେ କନ୍ତି ଗାଲାସ୍ନି ?” ଜିସୁ କଇଲା, “ମୁଇ ଜନ୍ତି ଗାଲିନି ସେ ଜାଗାଇ ଏବେ ତୁଇ ଆସି ନାପାରୁସ୍ ମାତର୍ ପଚେ ଆଇସୁ ।”
ଏ ମର୍ ପିଲାମନ୍ ମୁଇ ତମର୍ ସଙ୍ଗ୍ ଚନେକର୍ପାଇ ରଇବି । ତାର୍ ପଚେ ତମେ ମକେ କଜ୍ସା, ଆରି ମୁଇ ଜନ୍ତି ଗାଲିନି ତମେ ତେଇ ଜାଇନାପାରାସ୍ । ଏ ବିସଇ ଜିଉଦି ନେତାମନ୍କେ ଜେନ୍ତି କଇରଇଲି, ସେନ୍ତି ଏବେ ତମ୍କେ ଆରିତରେକ୍ କଇଲିନି ।
ମର୍ ବାବାର୍ ଗରେ ରଇବାକେ ବେସି ବାକ୍ରା ଆଚେ । ଆରି ତେଇ ମୁଇ ତମର୍ ପାଇ ଜାଗା ଟିକ୍ କର୍ବାର୍ ଗାଲିନି । ଜଦି ଏଟା ସତ୍ ନଇତା ଆଲେ, ମୁଇ ତମ୍କେ ଏନ୍ତି ବଲି ନ କଇତି ।
ସେବେଲେ ତାର୍ ସିସ୍ମନର୍ ବିତ୍ରେଅନି କେତେ ଲକ୍ ତାକର୍ ବିତ୍ରେ କୁଆବଲା ଅଇଲାଇ । “ସେ ଆମ୍କେ କଇଲାନି, ଚନେକ୍ ଗାଲାପଚେ ତମେ ଆରି ମକେ ଦେକି ନାପାରାସ୍, ଆରି ଚନେକ୍ ଗାଲେ ମକେ ଦେକ୍ସା । ମୁଇ ଏବେ ବାବାର୍ ଲଗେ ଗାଲିନି ବଲି କଇବା ଅରତ୍ କାଇଟା ?”
“ମାତର୍ ମୁଇ ଏବେ ମର୍ ପାଟାଉର୍ ଲଗେ ଗାଲିନି । ଏଲେମିସା ତମର୍ ବିତ୍ରେ ଅନି କେ ମିସା ମକେ କେନେ ଜାଇସୁ ବଲି ପାଚାରାସ୍ ନାଇ ।
ମର୍ ଜିବନ୍ ଦାପ୍ରେ ସାରିଜାଇସି ବଲି ମୁଇ ଜାନି । କାଇକେବଇଲେ ଆମର୍ ମାପ୍ରୁ ଜିସୁକିରିସ୍ଟ ମକେ ନିକସଙ୍ଗ୍ ଜାନାଇଆଚେ ।