6 ଜେଡେବେଲେ ଜିସୁ ସିମନ୍ ପିତରର୍ ଲଗେ ଆଇଲା, ପିତର୍ ତାକେ କଇଲା, “ମାପ୍ରୁ ତମେ ମର୍ ପାଦ୍ ଦଇସା କି ?”
ଏଟା ଦେକି ସିମନ୍ ପିତର୍ ଜିସୁର୍ ପାଦେ ମାଣ୍ଡିକୁଟା ଦେଇ ଜୁଆର୍ କରି କଇଲା, “ମର୍ଟାନେଅନି ଜାଆ ମାପ୍ରୁ, କାଇକେବଇଲେ ମୁଇ ଗଟେକ୍ ପାପି ମୁନୁସ୍ ।”
ସେ ମର୍ ପଚେ ଆଇଲାନି । ଆରି ତାର୍ ଗତିଦାଙ୍ଗ୍ଡା ଅଇ ତାର୍ ପାଣ୍ଡଇର୍ ପିତା ବେଟ୍ବାର୍ ମିସା ମର୍ ଅଦିକାର୍ ନାଇ ।”
ତାର୍ ପଚେ ସେ ଗଟେକ୍ ମୁତାଇ ପାନିନେଲା ଆରି ନିଜର୍ ସିସ୍ମନର୍ ପାଦ୍ ଦଇକରି ବାନ୍ଦିଅଇଲା ତୁଆଲ୍ ବେଟି ପୁଚି ଦେବାର୍ ଦାର୍ଲା ।
ଜିସୁ ତାକେ କଇଲା, “ମୁଇ ଏବେ ଜାଇଟା କଲିନି, ସେଟା ତମେ ବୁଜି ନାପାରାସ୍, ମାତର୍ ପଚେ ବୁଜ୍ସା ।”