7 ଜିସୁ ତାକେ କଇଲା, “ମୁଇ ଏବେ ଜାଇଟା କଲିନି, ସେଟା ତମେ ବୁଜି ନାପାରାସ୍, ମାତର୍ ପଚେ ବୁଜ୍ସା ।”
ପର୍ତୁମ୍ ପର୍ତୁମ୍ ଜିସୁର୍ ସିସ୍ମନ୍ ଏ ବିସଇ ବୁଜି ନ ରଇଲାଇ । ମାତର୍ ଜିସୁ ଜେଡେବେଲା ମଲାଟାନେଅନି ଉଟ୍ଲା ପଚେ ଏ ସବୁଜାକ ଲେକା ଏତାଇଲାଇଜେ, ସାସ୍ତରେ ତାର୍ ବିସଇସେ ଲେକା ଅଇରଇଲା । ଆରି ସେମନ୍ ତାର୍ ପାଇ ସବୁ କାମ୍ କରିରଇଲାଇ ।
ସିମନ୍ ପିତର୍ ଜିସୁକେ ପାଚାର୍ଲା, “ଏ ମାପ୍ରୁ ତମେ କନ୍ତି ଗାଲାସ୍ନି ?” ଜିସୁ କଇଲା, “ମୁଇ ଜନ୍ତି ଗାଲିନି ସେ ଜାଗାଇ ଏବେ ତୁଇ ଆସି ନାପାରୁସ୍ ମାତର୍ ପଚେ ଆଇସୁ ।”
ଜେଡେବେଲେ ଜିସୁ ସିମନ୍ ପିତରର୍ ଲଗେ ଆଇଲା, ପିତର୍ ତାକେ କଇଲା, “ମାପ୍ରୁ ତମେ ମର୍ ପାଦ୍ ଦଇସା କି ?”
ମାତର୍ ପର୍ମେସର୍ ଜନ୍ ସାଇଜକାରିଆ ସୁକଲ୍ ଆତ୍ମାକେ ମର୍ ନାଉଁ ଦାରି ତମର୍ ଲଗେ ପାଟାଇସି, ସେ ତମ୍କେ ସବୁ ବିସଇ ସିକାଇଦେଇସି ଆରି ମୁଇ ଜନ୍ ଜନ୍ କାତା କଇଲିଆଚି ସେଟା ସବୁ ତମ୍କେ ଏତାଇ ଦେଇସି ।