14 ତମେ ଜଦି କାଇ ବିସଇ ମିସା ମର୍ ନାଉଁଦାରି ମାଙ୍ଗ୍ସା ବଇଲେ ମୁଇ ସେଟା ଦେବି ।
ତମେ ମର୍ ନାଉଁଦାରି ଜାଇଟା ମାଙ୍ଗ୍ସା ସେଟା ସବୁ ମୁଇ ତମ୍କେ ଦେବି । ଇତିଅନି ବାବାର୍ ଡାକ୍ପୁଟା ମର୍ତେଇ ଜାନାପଡ୍ସି ।
ମୁଇ ମର୍ ବାବାକେ ଗୁଆରି କର୍ବି । ଆରି ତମର୍ ସଙ୍ଗ୍ ସବୁବେଲା ରଇବା ପାଇ, ସେ ଗଟେକ୍ ସାଇଜକାରିଆକେ ପାଟାଇସି ।
ତମେ ମକେ ବାଚାସ୍ ନାଇ, ମାତର୍ ମୁଇ ତମ୍କେ ବାଚ୍ଲି ଆଚି । ଆରି ଜାଇକରି ଅଦିକ୍ ଅଦିକ୍ ପଲ୍ ଦାର୍ବାକେ ତମ୍କେ ଦାଇତ୍ ଦେଲି । ତମର୍ ପଲ୍ ସବୁ ଦିନର୍ ପାଇ ରଇସି । ତେବେ ତମେ ମର୍ ନାଉଁ ଦାରି ବାବାକେ କାଇଟା ମାଙ୍ଗ୍ଲେ ମିସା ସେ ତମ୍କେ ଦେଇସି ।
“ସେବେଲା ତମେ ମକେ ମୁଲ୍କେ ନ ପାଚାରାସ୍ । ମୁଇ ତମ୍କେ ସତ୍ କାତା କଇଲିନି, ତମେ ମର୍ ନାଉଁ ଦାରି ବାବାକେ କାଇଟା ମିସା ମାଙ୍ଗ୍ସା ବଇଲେ ସେଟା ଦେଇସି ।
ତମେ ଏବେ ଜାକ ମର୍ ନାଉଁ ଦାରି କାଇଟା ମିସା ମାଙ୍ଗାସ୍ ନାଇତା । ଏବେ ମାଙ୍ଗା, ତେବେ ତମ୍କେ ମିଲ୍ସି । ଆରି ତମର୍ ସାର୍ଦା ପୁରାପୁରୁନ୍ ଅଇସି ।”
କିରିସ୍ଟ ଜିସୁର୍ଟାନେ ପର୍ମେସରର୍ ଜେନ୍ତି ଜିବନ୍ ଦୁକାଇରଇଲା, ସେ ଜିବନ୍ ଦୁକାନିର୍ ଲାଗି, ମୁଇ ସବୁବେଲେ ତମର୍ ବିସଇନେଇ ପର୍ମେସର୍କେ ଦନିଅବାଦ୍ ଦେଲିନି ।