ଜଅନ୍ 14:17 - ସତିଅର୍ ବାଟ୍ ନୁଆ ନିୟମ୍ 202017 ସେ ଅଇଲାନି ସତ୍ ଆତ୍ମା, ଜେକି ସତ୍ସଙ୍ଗ୍ ପର୍ମେସରର୍ ବିସଇ ଦେକାଇସି । ଏ ଦୁନିଆର୍ ଲକ୍ମନ୍ ତାକେ ନ ନାମତ୍, କାଇକେ ବଇଲେ ତାକେ ଦେକତ୍ ନାଇ କି ଜାନତ୍ ନାଇ । ମାତର୍ ତମେ ତାକେ ଜାନି ଆଚାସ୍ । କାଇକେ ବଇଲେ ସେ ତମର୍ ସଙ୍ଗ୍ ଆଚେ ଆରି ତମର୍ ମନ୍ ବିତ୍ରେ ରଇସି । အခန်းကိုကြည့်ပါ။ |
ପର୍ମେସରର୍ ମନ୍ଦିରେ ପୁତ୍ଲା ପୁଜା କର୍ବାର୍ ନ ଅଏ । ଆମେ ପର୍ମେସରର୍ ମନ୍ଦିର୍ ପାରା । କାଇକେବଇଲେ ଜିବନ୍ ରଇବା ପର୍ମେସର୍ ଆମର୍ ବିତ୍ରେ ବାସା ଅଇଆଚେ । ସେ ନିଜେ କଇଲାଆଚେ “ ଜନ୍ ଲକ୍ମନ୍ ମର୍ ଲକ୍, ମୁଇ ସେମନର୍ ସଙ୍ଗ୍ ରଇବି । ତାକର୍ ବିତ୍ରେ ଚାଲାବୁଲା କର୍ବି । ମୁଇ ସେମନର୍ ପର୍ମେସର୍ ଅଇବି । ଆରି ସେମନ୍ ମର୍ ଲକ୍ ଅଇବାଇ ।”
ମାତର୍ ତମେ ନାଡାଇ ନ ଉଆସ୍ । କାଇକେବଇଲେ କିରିସ୍ଟ ତାର୍ ସୁକଲ୍ଆତ୍ମା ତମ୍କେ ଦେଇଆଚେ । ସେ ସୁକଲ୍ଆତ୍ମା ଏବେ ମିସା ତମର୍ ବିତ୍ରେ ଆଚେ । ତେବର୍ପାଇ କେ ମିସା ବିନ୍ ଲକ୍ ତମ୍କେ ସିକାଇବାକେ ଲଡାନାଇ । ସୁକଲ୍ଆତ୍ମା ତମ୍କେ ସବୁ ବିସଇର୍ ସତ୍ ସିକାଇସି । ତେଇ ସେ ଜନ୍ଟା ସିକାଇସି, ସେଟା ପୁରାପୁରୁନ୍ ସତ୍ । ତେଇ କାଇ ବୁଲ୍ ବିସଇ ନ ରଏ । ତେବର୍ପାଇ ମୁଇ ତମ୍କେ କଇଲିନି, କିରିସ୍ଟର୍ ସଙ୍ଗ୍ ମିସିରୁଆ ।