18 ମୁଇ ଜେଡେବଲ୍ ଜିବି, ତମ୍କେ ଟୁରା ପିଲାମନର୍ ପାରା କରି ଚାଡି ନ ଜାଇ । ଆରିତରେକ୍ ତମର୍ ଲଗେ ବାଉଡି ଆଇବି ।
କାଇକେ ବଇଲେ ଜନ୍ତି ଦୁଇ କି ତିନ୍ ଲକ୍ ରୁଣ୍ଡିକରି ମର୍ ନାଉଁ ଦାର୍ବାଇ, ତେଇ ମୁଇ ଆଚି ।”
ଆରି ମୁଇ ଜନ୍ ସବୁ ସିକିଆ ଦେଇଆଚି, ସେଟା ମାନା ବଲି ସିକାଆ । ଆରି ମନେ ରଅ, କାଲ୍ କାଲ୍ ଜୁଗ୍ ଜୁଗ୍ ମୁଇ ସବୁବେଲେ ତମର୍ ସଙ୍ଗ୍ ରଇବି ।”
ମୁଇ ମର୍ ବାବାକେ ଗୁଆରି କର୍ବି । ଆରି ତମର୍ ସଙ୍ଗ୍ ସବୁବେଲା ରଇବା ପାଇ, ସେ ଗଟେକ୍ ସାଇଜକାରିଆକେ ପାଟାଇସି ।
ଆରି ମୁଇ ଜାଇ ତମର୍ ପାଇ ଜାଗା ଟିକ୍ କଲା ପଚେ, ଆରି ତରେକ୍ ବାଉଡି ଆସି ତମ୍କେ ମର୍ ସଙ୍ଗ୍ ଡାକିନେବି । ମୁଇ ଜନ୍ ଜାଗାଇ ରଇବି, ସେ ଜାଗାଇ ତମେ ମର୍ ସଙ୍ଗ୍ ରଇସା ।
“ଚନେକ୍ ଗାଲା ପଚେ ତମେ ଆରି ମକେ ଦେକି ନାପାରାସ୍ । ଆରି ଚନେକ୍ ଗାଲେ ଦେକ୍ସା ।”
ଜେନ୍ତାରି କି ତମେ ମର୍ତେଇ ରଇକରି ସାନ୍ତି ପାଇସା, ସେଟାର୍ପାଇ ମୁଇ ତମ୍କେ ଏ ସବୁ ବିସଇ କଇଆଚି । ଏ ଦୁନିଆଇ ତମର୍ପାଇ ବେସି ଦୁକ୍ କସ୍ଟ ଆଚେ, ମାତର୍ ଡାଟ୍ସଙ୍ଗ୍ ରୁଆ, ମୁଇ ଦୁନିଆର୍ କାରାପ୍ ବପୁ ନସାଇକରି ଜିତିଆଚି ।”
ନିଜେ ଆମର୍ ମାପ୍ରୁ ଜିସୁ କିରିସ୍ଟ, ଆରି ଜନ୍ ଆମର୍ ବାବା ପର୍ମେସର୍ ଆମ୍କେ ଆଲାଦ୍ କଲା, ସେ ଆକା ଆମ୍କେ ଜିବନ୍ ଦୁକାଇକରି କେବେ ନ ସାର୍ବା ବପୁ ଆରି ଆସା ଦେଇଆଚେ ।
ସେ ଦୁକ୍କସ୍ଟ ପାଇଲା ଆରି ପରିକା କରାଇ ଅଇଲା, ଏବେ ଆମେ ଜେତ୍କି ଲକ୍ ପରିକା କରାଇଅଇଲୁନି, ଆମ୍କେ ସବୁକେ ସାଇଜ କରିପାର୍ସି ।