8 ପିଲିପ୍ ଜିସୁକେ କଇଲା, “ଏ ମାପ୍ରୁ ଆମ୍କେ ବାବାକେ ଦେକାଇ ଦେ, ସେତ୍କିସେ ଆମର୍ପାଇ ବେସି ।”
ମନ୍ ବିତ୍ରେ ନିର୍ମଲ୍ ରଇଲା ଲକ୍ମନର୍ କେଡେକ୍ ନିକ କରମ୍, କାଇକେବଇଲେ ସେମନ୍କେ ପର୍ମେସରର୍ ଦର୍ସନ୍ ମିଲ୍ସି ।
ନିତନିଏଲ୍ ଜିସୁକେ ପାଚାର୍ଲା “ମକେ କେନ୍ତି ଜାନୁସ୍ ?” ଜିସୁ କଇଲା, “ପିଲିପ୍ ତମ୍କେ ଡାକ୍ବା ଆଗ୍ତୁ ମୁଇ ତକେ ଡୁମ୍ରି ଗଚ୍ ତଲେ ଦେକି ରଇଲି ।”
“ମୁଇ ତମ୍କେ କାତା ମଲ୍କାଇ କରି ଏ ସବୁ କଇଲିନି, ଏନ୍ତି ବେଲା ଆଇସି, ତମ୍କେ ଆରି ମୁଇ କାତା ନ ମଲ୍କାଇ, ସଲ୍କେ ବାବାର୍ ବିସଇ କଇଦେବି ।