ଜଅନ୍ 14:9 - ସତିଅର୍ ବାଟ୍ ନୁଆ ନିୟମ୍ 20209 ଜିସୁ ତାକେ କଇଲା, “ପିଲିପ୍ ଏତ୍କି ଦିନ୍ ମୁଇ ତମର୍ ସଙ୍ଗ୍ ରଇଲି, ତୁଇ ମକେ ଚିନି ନାପାର୍ଲୁସ୍ କି ?” ଜେ ମକେ ଦେକ୍ଲା ଆଚେ ସେ ମର୍ ବାବା ପର୍ମେସର୍କେ ଦେକ୍ଲା ଆଚେ । କେନ୍ତି ଆମ୍କେ ତର୍ ବାବାକେ ଦେକାଇ ଦେ ବଲି କଇଲୁସ୍ନି ? အခန်းကိုကြည့်ပါ။ |
ପର୍ମେସରର୍ ମଇମାର୍ ଉଜଲ୍ ମାପ୍ରୁ ଜିସୁର୍ଟାନେ ଡିସ୍ସି । ପର୍ମେସର୍ ଜେନ୍ତାରି ଆଚେ, ତାର୍ ପଅ ସେନ୍ତାରିସେ । ଜନ୍ ବପୁର୍ ବାକିଅ ପଅ କାତା ଅଇସି, ସେ ବାକିଅ ସଙ୍ଗ୍ ତିଆର୍କଲାଟା ସେ ସାସନ୍ କର୍ସି । ଆମର୍ ପାପର୍ ଲାଗି କେମା କରିସାରାଇଲା ପଚେ, ସେ ସର୍ଗେ ବାଅଡ୍ଲା । ଆରି ସବୁର୍ତେଇଅନି ବପୁ ରଇବା ପର୍ମେସରର୍ ଉଜାବାଟେ ସାସନ୍ କର୍ବାକେ ବସ୍ଲା ।