11 “ଜେନ୍ତିକି ମର୍ ସାର୍ଦା ତମର୍ ଟାନେ ରଇକରି, ସେ ସାର୍ଦା ପୁରାପୁରୁନ୍ ଅଇବାକେ ତମ୍କେ ଏ ସବୁ କାତା କଇଲିଆଚି ।
ଆରି ତାର୍ ଗତିଦାଙ୍ଗ୍ଡାମନ୍କେ କଇଲା, “ଆମର୍ତେଇ ରଇଲା ସବୁର୍ଟାନେଅନି ଗଟେକ୍ ଗାଗଡ୍ ରଇବା ପସୁ ଆନି ମାରା, ଆରି ଆମେ ସାର୍ଦା ଅଇକରି ବଜି କରୁ ।
ମାତର୍ ତର୍ ବାଇ ମରିଜାଇରଇଲା । ଏବେ ସେ ଜିବନ୍ ଅଇଆଚେ ସେ ଆଜିଜାଇରଇଲା ମାତର୍ ଏବେ ମିଲ୍ଲା ଆଚେ । ସେଟାର୍ପାଇ ଆମେ ସାର୍ଦା କର୍ବାର୍ ରଇଲା ।”
ଆରି ଜେଡେବଲ୍ ସେ ମେଣ୍ଡା ମିଲାଇସି, ବେସି ସାର୍ଦା ଅଇ ମେଣ୍ଡାକେ କନ୍ଦେ ବଇକରି ଗରେ ଦାରିଆଇସା ।
ଆରି ସେଟା ମିଲ୍ଲା ଦାପ୍ରେ ତାର୍ ମଇତର୍ମନ୍କେ ଆରି ଗର୍ ଲଗେ ରଇଲା ଲକ୍ମନ୍କେ କଇସି ‘ତମେ ମର୍ସଙ୍ଗ୍ ସାର୍ଦା କରା, କାଇକେ ବଇଲେ ଆଜିଗାଲା ରୁପାଅଦ୍ଲି ଡାବୁ ମକେ ମିଲ୍ଲା ଆଚେ’ ।
ତମେ ଏବେ ଜାକ ମର୍ ନାଉଁ ଦାରି କାଇଟା ମିସା ମାଙ୍ଗାସ୍ ନାଇତା । ଏବେ ମାଙ୍ଗା, ତେବେ ତମ୍କେ ମିଲ୍ସି । ଆରି ତମର୍ ସାର୍ଦା ପୁରାପୁରୁନ୍ ଅଇସି ।”
ଜେନ୍ତାରି କି ତମେ ମର୍ତେଇ ରଇକରି ସାନ୍ତି ପାଇସା, ସେଟାର୍ପାଇ ମୁଇ ତମ୍କେ ଏ ସବୁ ବିସଇ କଇଆଚି । ଏ ଦୁନିଆଇ ତମର୍ପାଇ ବେସି ଦୁକ୍ କସ୍ଟ ଆଚେ, ମାତର୍ ଡାଟ୍ସଙ୍ଗ୍ ରୁଆ, ମୁଇ ଦୁନିଆର୍ କାରାପ୍ ବପୁ ନସାଇକରି ଜିତିଆଚି ।”
ଏବେ ମୁଇ ତମର୍ ଲଗେ ଆଇଲିନି । ଏ ଦୁନିଆଇ ରଇଲା ବେଲେ ସେମନ୍କେ, ସେମନର୍ ମନେ ରଇବା ମର୍ ସାର୍ଦା ପୁରାପୁରୁନ୍ ଅଇବାକେ, ଏ ବିସଇ କଇରଇଲି ।
ଜେ ବିବା ଅଇସି, ସେ ବର୍ ଦାଙ୍ଗ୍ଡା । ମାତର୍ ବର୍ ଦାଙ୍ଗ୍ଡାର୍ ଲଗେ ବରର୍ ସଙ୍ଗାରି ଟିଆଅଇ ତାର୍ କାତା ସୁନ୍ସି । ସେ ବର୍ ଦାଙ୍ଗ୍ଡାର୍ କାତା ସୁନି, ବେସି ସାର୍ଦା ଅଇସି । ସେନ୍ତାରିସେ ମର୍ ସାର୍ଦା ମିସା ପୁରାପୁରୁନ୍ ଅଇଲାଆଚେ ।
ପରମେସର୍ ଜେକି ସବୁ ଆସାର୍ ମୁଲ୍ଡେଲି । ତମର୍ ବିସ୍ବାସର୍ ଲାଗି ସେ ତମ୍କେ ସବୁ ସାନ୍ତି ସାର୍ଦା ଦେଅ । ସୁକଲ୍ ଆତ୍ମାର୍ ବପୁ ସଙ୍ଗ୍ ତମର୍ ଆସା ଅଦିକ୍ ଅଇଜାଅ ।
ତମେ କନ୍ଟା ମାନ୍ବାର୍ ଆଚେ, କନ୍ଟା ନାଇ, ସେଟା ଆଦେସ୍ ଦେବାକେ ଆମେ ମନ୍ କରୁନାଇ । କାଇକେବଇଲେ, ତମର୍ ବିସ୍ବାସ୍ ଡାଟ୍ ଅଇଗାଲା ଆଚେ । ତମର୍ ସଙ୍ଗ୍ ମିସିକରି କାମ୍ କର୍ବାକେ ଆମେ ମନ୍ କଲୁନି । ଜେନ୍ତାରିକି ତମେ ସାର୍ଦା ଅଇସା ।
ମଦ୍ ପେଣ୍ଡମ୍ କାଇ ମାତା ନାଇ । କାଇକେବଇଲେ ସେଟା ତମ୍କେ ଡିଲା ଚାଡ୍ବା ଗରୁଗାଇର୍ ପାରା ଚଲାଚଲ୍ତି କର୍ବାକେ ଡାକିନେଇସି । ତାର୍ବାଦୁଲେ ସୁକଲ୍ଆତ୍ମା ବାନ୍ଦିନେବାକେ ସର୍ପିଉଆ ।
ଏ ବିସଇ ମୁଇ ଡାଁଟ୍ ସଙ୍ଗ୍ ଜାନ୍ଲିନି । ତେବର୍ପାଇ ମୁଇ ଜିଇକରି ରଇବି ଜେନ୍ତାରିକି, ତମେ ବିସ୍ବାସେ ଡାଁଟ୍ ଅଇସା ଆରି ବିସ୍ବାସ୍ କଲାର୍ପାଇ ସାର୍ଦା ଅଇସା ।
ସବୁବେଲେ ସାର୍ଦାଅଇ ରୁଆ ।
ଏବେ ତମେ ତାକେ ନ ଦେକିରଇଲେ ମିସା ଆଲାଦ୍ କଲାସ୍ନି ଆରି ବିସ୍ବାସ୍ କଲାସ୍ନି । ସେଟାର୍ପାଇ ତମର୍ ସାର୍ଦା ବେସି ବଡ୍ ।
ଆମର୍ ସାର୍ଦା ଜେନ୍ତାର୍ ପୁରାପୁରୁନ୍ ଅଇସି, ତେବର୍ ପାଇ ଏ ସବୁ ବିସଇ ତମ୍କେ ଲେକ୍ଲୁନି ।
ମୁଇ ତମ୍କେ ବେସି ବିସଇ ଲେକ୍ବାକେ ମନ୍ କଲିନି, ମାତର୍ ଚିଟିଟାନେ ଲେକ୍ବାକେ ମନ୍ କରିନାଇ । ତାର୍ବାଦୁଲେ ଆସିକରି ତମର୍ ମୁଆଟେ କାତା ଅଇବି । ତେବେ ଆମେ ପୁରାପୁରୁନ୍ ସାର୍ଦା ଅଇବୁ ।