13 ନିଜର୍ ମଇତର୍ମନର୍ ଲାଗି ଜିବନ୍ ଦେବାଟା ଅଇଲାନି ସବୁର୍ଟାନେଅନି ବଡ୍ ଆଲାଦ୍ ।
“ମାତର୍ ତମେ ମର୍ ମଇତର୍, ତମ୍କେ ମୁଇ କଇଲିନି, ଜନ୍ ଲକ୍ମନ୍ ଗାଗଡ୍କେ ମରାଇବାଇ, ମାତର୍ ତାର୍ପଚେ ତମର୍ ଆତ୍ମାକେ କାଇଟା କରିନାପାରତ୍, ସେମନ୍କେ ଡରାନାଇ ।
ମୁଇ ନିମାନ୍ ମେଣ୍ଡା ଚାରାଉ ଗଉଡ୍ । ନିମାନ୍ ଗଉଡ୍ ମେଣ୍ଡାମନର୍ ଲାଗି ନିଜର୍ ଜିବନ୍ ମିସା ଦେଇସି ।
ସେନ୍ତାରିସେ ମୁଇ ମର୍ ନିଜର୍ ମେଣ୍ଡାମନ୍କେ ଜାନି । ଆରି ମେଣ୍ଡାମନ୍ ମିସା ମକେ ଜାନତ୍ । ମୁଇ ସେମନର୍ ଲାଗି ମର୍ ଜିବନ୍ ଦେବାକେ ମିସା ରାଜି ।
ଜେନ୍ତିକି ସେମନ୍ ତମର୍ଟାନେ ସର୍ପି ଅଇବାଇ । ସେଟାର୍ପାଇ ମୁଇ ନିଜ୍କେ ତମର୍ତେଇ ସୁକଲ୍ ଅଇଲିନି ।
ଜେନ୍ତାର୍ କି କିରିସ୍ଟ ଆମ୍କେ ଆଲାଦ୍ କରି ଆମର୍ ପାଇ ମରି ରଇଲା । ଗଟେକ୍ ସୁନ୍ଦର୍ ବାସ୍ନା ଅଇବା ବଲି ପାରା ସେ ତାର୍ ଜିବନ୍ ପର୍ମେସର୍କେ ସର୍ପିଦେଲା ।
ଏଟାର୍ଲାଗି ଆଲାଦ୍ କାଇଟା ଆମେ ଜାନ୍ଲୁନି । କିରିସ୍ଟ ଆମର୍ପାଇ ତାର୍ ନିଜର୍ ଜିବନ୍ ଦେଲା । ସେନ୍ତାରିସେ ଆମେମିସା ଆମର୍ ମିସିବିଡିରଇବା ବିସ୍ବାସି ବାଇବଇନି ମନର୍ଲାଗି ମର୍ବାକେ ତିଆର୍ ଅଇବାର୍ଆଚେ ।