ଜଅନ୍ 15:16 - ସତିଅର୍ ବାଟ୍ ନୁଆ ନିୟମ୍ 202016 ତମେ ମକେ ବାଚାସ୍ ନାଇ, ମାତର୍ ମୁଇ ତମ୍କେ ବାଚ୍ଲି ଆଚି । ଆରି ଜାଇକରି ଅଦିକ୍ ଅଦିକ୍ ପଲ୍ ଦାର୍ବାକେ ତମ୍କେ ଦାଇତ୍ ଦେଲି । ତମର୍ ପଲ୍ ସବୁ ଦିନର୍ ପାଇ ରଇସି । ତେବେ ତମେ ମର୍ ନାଉଁ ଦାରି ବାବାକେ କାଇଟା ମାଙ୍ଗ୍ଲେ ମିସା ସେ ତମ୍କେ ଦେଇସି । အခန်းကိုကြည့်ပါ။ |
ଏବଲର୍ ବିସଇ ବାବି ଦେକୁ । ତାର୍ ବିସ୍ବାସର୍ ଲାଗି ସେ ଜନ୍ଟା ପର୍ମେସର୍କେ ସର୍ପି ଦେଇରଇଲା, ତାର୍ ବାଇ କଇନ୍ ଦେଲାଟାନେଅନି ନିକରଇଲା । ତାର୍ ବିସ୍ବାସର୍ ଲାଗି ପର୍ମେସର୍ ତାକେ ଦରମ୍ ବଲି ଏଜାଇଲା । ସେ ସର୍ପିଦେଲାଟା ପର୍ମେସର୍ ମାନ୍ଲାକେ ଆମେ ଏଟା ଜାନ୍ଲୁନି । ତେବର୍ପାଇ ଏବଲ୍ ମରିଗାଲେମିସା ତାର୍ ବିସ୍ବାସର୍ ଲାଗି, ସେ ଆମ୍କେ କାଇକାଇଟା କଇଲାନି ।