23 ଜେ ମକେ ଗିନ୍ କର୍ସି, ସେ ମର୍ ବାବା ପର୍ମେସର୍କେ ମିସା ଗିନ୍ କର୍ସି ।
ଜଦି ମୁଇ ଆସି ଏ ସବୁ ବିସଇ ସେମନ୍କେ ବୁଜାଇ ନ ରଇତି ବଇଲେ, ସେମନ୍ ଦସି ନ ଅଇତାଇ, ମାତର୍ ଏ ପାପର୍ ଚଲାଚଲ୍ତି ପାଇ କାଇ ଚାଲାକି ଦେକାଇ ନାପାରତ୍ ।
ଜଦି ମୁଇ ତାକର୍ ବିତ୍ରେ କାବା ଅଇଜିବା କାମ୍ ନ କରି ରଇଲେ, ସେମନ୍ ପାପି ବଲି ଦସି ନ ଅଇତାଇ । ମାତର୍ ସେମନ୍ ମୁଇ କଲା କାବାଅଇଜିବା କାମ୍ମନ୍ ଦେକ୍ଲାଇ ଆଚତ୍ । ଏନ୍ତି ବଇଲେ ମିସା ସେମନ୍ ମକେ ଆରି ମର୍ ବାବା ପର୍ମେସର୍କେ ଗିନ୍ କଲାଇ ଆଚତ୍ ।
ଜେ ଜଦି ପର୍ମେସରର୍ ପଅକେ ନାମେ ନାଇ, ସେ ବାବା ପର୍ମେସର୍କେ ମିସା ନାମେ ନାଇ, ଜେ ପର୍ମେସରର୍ ପଅକେ ନାମ୍ସି, ସେ ବାବା ପର୍ମେସର୍କେ ମିସା ନାମ୍ସି ।
ଜଦି କେ କିରିସ୍ଟ ସିକାଇଲା ବିସଇ ବିସ୍ବାସ୍ ନ କରେ, ଆରି ତାର୍ ସିକିଆର୍ ସଙ୍ଗ୍ ତାର୍ ନିଜର୍ଟା ମିସାଇଲେ, ସେ କିରିସ୍ଟର୍ ସଙ୍ଗ୍ ମିସେନାଇ । ମାତର୍ କେ ଜଦି କିରିସ୍ଟ ସିକାଇଲା ବିସଇ ବିସ୍ବାସ୍ କର୍ତେରଇସି, ସେ ବାବା ପର୍ମେସର୍ ସଙ୍ଗ୍ ଆରି ତାର୍ ପଅ ଜିସୁକିରିସ୍ଟ ସଙ୍ଗ୍ ମିସ୍ଲାଆଚେ ।