3 ମର୍ତେଇ ଅନି ପାଇରଇବା ସିକିଆଇ ଅନି ତମେ ପରିଚଲ୍ ଅଇସାରି ଆଚାସ୍ ।
ଜିସୁ ପିତର୍କେ କଇଲା, “ଜନ୍ ଲକ୍ମନ୍ ଗାଦଇ ସାରିଆଚତ୍, ସେମନ୍ ପୁରାପୁରୁନ୍ ସୁକଲ୍ । ପାଦ୍ ଦଇବାଟା ଚାଡି, କାଇଟା ଦଇବାର୍ ଲଡାନାଇ । ଗଟେକ୍ ଲକ୍କେ ଚାଡି, ତମେ ସବୁଲକ୍ ସୁକଲ୍ ଆଚାସ୍ ।”
ମର୍ଟାନେ ରଇବା ପିଲ୍କା ମାଲେ ପଲ୍ ନ ଦାର୍ଲେ, ସେ କାଟି ପାକାଇସି । ଆରି ଜନ୍ ମାଲେ ପଲ୍ ଦାର୍ସି ସେ ମାଲ୍ ଅଦିକ୍ ପଲ୍ ଦାର୍ବାକେ ପରିଚଲ୍ କର୍ସି ।
ତମର୍ ସତ୍ସଙ୍ଗ୍ ସେମନ୍କେ ସୁକଲ୍ କରା, ତମର୍ ବାକିଅ ତା ସତ୍ ।
ଜେନ୍ତିକି ସେମନ୍ ତମର୍ଟାନେ ସର୍ପି ଅଇବାଇ । ସେଟାର୍ପାଇ ମୁଇ ନିଜ୍କେ ତମର୍ତେଇ ସୁକଲ୍ ଅଇଲିନି ।
କିରିସ୍ଟ ପର୍ମେସରର୍ ବାକିଅ ସଙ୍ଗ୍ ଆରି ପାନିସଙ୍ଗ୍ ଦଇକରି ମଣ୍ଡ୍ଲିକେ ସୁକଲ୍ କଲା ।
ତମେ ସତ୍ ମାନ୍ଲାର୍ ପାଇ, କାରାପ୍ ଚଲାଚଲ୍ତି ଚାଡିକରି ତମର୍ ସଙ୍ଗର୍ ବିସ୍ବାସିମନ୍କେ ସତ୍ସଙ୍ଗ୍ ଆଲାଦ୍ କଲାସ୍ନି । ମନ୍ ପରାନ୍ ଦେଇକରି ଗଟେକ୍ଲକ୍ ଆରି ଗଟେକ୍ ଲକ୍କେ ଆଲାଦ୍ କଲାସ୍ନି ।