ଜଅନ୍ 15:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ଜଦି ତମେ ମର୍ସଙ୍ଗ୍ ମିସିକରି ରଇସା ଆରି ମର୍ ବାକିଅ ତମର୍ ମନେ ରଇସି, ତମେ ମନ୍କରି କାଇ ବିସଇ ମାଙ୍ଗ୍ସା ବଇଲେ ସେଟା ମିଲାଇସା । အခန်းကိုကြည့်ပါ။ |
ଏ ଆଲାଦର୍ ପିଲାଟକିମନ୍, ମୁଇ ତମ୍କେ ଲେକ୍ଲିନି । କାଇକେବଇଲେ ତମେ ବାବା ପର୍ମେସର୍କେ ଜାନିଆଚାସ୍ । ଏ ବଡ୍ ଲକ୍ମନ୍ ମୁଇ ତମ୍କେ ଲେକ୍ଲିନି । କାଇକେବଇଲେ ତମେ କିରିସ୍ଟକେ ଜାନ୍ବା ଲକ୍ ଅଇଆଚାସ୍ । କାଇଟା ତିଆର୍ ନ ଅଇବା ଆଗ୍ତୁ ସେ ରଇଲା । ଏ ଦାଙ୍ଗ୍ଡାମନ୍ ମୁଇ ତମ୍କେ ଲେକ୍ଲିନି, କାଇକେବଇଲେ ତମେ ବିସ୍ବାସେ ଡାଟ୍ ଅଇଆଚାସ୍ । ପର୍ମେସରର୍ ବାକିଅ ସବୁବେଲେ ତମର୍ ମନେ ଆଚେ । ଆରି ସବୁ ରକାମ୍ ପାପ୍ କାମ୍ କରାଇବା ସଇତାନ୍କେ ଆରାଇଆଚାସ୍ ।
ମାତର୍ ତମେ ନାଡାଇ ନ ଉଆସ୍ । କାଇକେବଇଲେ କିରିସ୍ଟ ତାର୍ ସୁକଲ୍ଆତ୍ମା ତମ୍କେ ଦେଇଆଚେ । ସେ ସୁକଲ୍ଆତ୍ମା ଏବେ ମିସା ତମର୍ ବିତ୍ରେ ଆଚେ । ତେବର୍ପାଇ କେ ମିସା ବିନ୍ ଲକ୍ ତମ୍କେ ସିକାଇବାକେ ଲଡାନାଇ । ସୁକଲ୍ଆତ୍ମା ତମ୍କେ ସବୁ ବିସଇର୍ ସତ୍ ସିକାଇସି । ତେଇ ସେ ଜନ୍ଟା ସିକାଇସି, ସେଟା ପୁରାପୁରୁନ୍ ସତ୍ । ତେଇ କାଇ ବୁଲ୍ ବିସଇ ନ ରଏ । ତେବର୍ପାଇ ମୁଇ ତମ୍କେ କଇଲିନି, କିରିସ୍ଟର୍ ସଙ୍ଗ୍ ମିସିରୁଆ ।