9 ମର୍ ବାବା ଜେନ୍ତି ମକେ ଆଲାଦ୍ କଲା ଆଚେ, ସେନ୍ତି ମୁଇ ମିସା ତମ୍କେ ଆଲାଦ୍ କଲିନି । ମର୍ ଆଲାଦେ ତବିର୍ ଅଇରୁଆ ।
“ଜେନ୍ତିକି ମର୍ ସାର୍ଦା ତମର୍ ଟାନେ ରଇକରି, ସେ ସାର୍ଦା ପୁରାପୁରୁନ୍ ଅଇବାକେ ତମ୍କେ ଏ ସବୁ କାତା କଇଲିଆଚି ।
ନିଜର୍ ମଇତର୍ମନର୍ ଲାଗି ଜିବନ୍ ଦେବାଟା ଅଇଲାନି ସବୁର୍ଟାନେଅନି ବଡ୍ ଆଲାଦ୍ ।
ମୁଇ ସେମନ୍କେ ତମର୍ ବିସଇ ଜାନାଇ ଆଚି, ଆରି ସବୁ ବେଲେ ଜାନାଇତେରଇବି । ତେବେ ମର୍ଲାଗି ସେମନ୍ ତମର୍ ଆଲାଦ୍ ଏତାଇବାଇ ଆରି ମୁଇ ସେମନର୍ ମନ୍ ବିତ୍ରେ ରଇବି ।
ବାବା ପିଲାକେ ଆଲାଦ୍ କରି ସବୁ ବିସଇ ତାର୍ ଆତେ ସର୍ପି ଦେଲାଆଚେ ।
ମୁଇ ପାର୍ତନା କଲିନି ତମେ ପର୍ମେସରର୍ ଲକ୍ମନର୍ ସଙ୍ଗ୍ ମିସିକରି କିରିସ୍ଟର୍ ଆଲାଦ୍ ବୁଜ୍ବାକେ ବପୁ ପାଇସା । ତାର୍ ବଡ୍ ଆଲାଦ୍ ସଙ୍ଗ୍ ସେ ଆମ୍କେ ଆଲାଦ୍ କଲା ଆଚେ ।
ଏ ଆଲାଦର୍ ପିଲାଟକିମନ୍, ମୁଇ ତମ୍କେ ଆରିତରେକ୍ କଇଲିନି କିରିସ୍ଟର୍ ସଙ୍ଗ୍ ମିସିକରି ରୁଆ । ଜେନ୍ତାରି କି ସେ ଆରିତରେକ୍ ଏ ଜଗତେ ବାଉଡିଆଇଲାବେଲେ ତାକେ ବେଟ୍ ଅଇବାକେ ତାକେ ନ ଡରୁ କି ଲାଜ୍ ମିସା ନ ଉଆସ୍ ।
ମାତର୍ ତମେ ମର୍ ଆଲାଦର୍ ମଇତର୍ମନ୍, ଆମର୍ ବେସି ସୁକଲ୍ ରଇବା ବିସ୍ବାସେ ନିଜେ ଡାଟ୍ ଅଇତେରୁଆ । ସୁକଲ୍ଆତ୍ମାର୍ ସାଇଜ ନେଇ ପାର୍ତନା କର୍ତେରୁଆ ।
ଆରି ଜିସୁକିରିସ୍ଟ ଟାନେଅନି । ସେ ଆକା ପର୍ମେସରର୍ ବିସଇର୍ ସତ୍ ସାକି ଦେଇପାର୍ସି । ମଲା ଲକ୍ମନର୍ଟାନେଅନି ତାକେସେ ପର୍ତୁମ୍ ଉଟାଇରଇଲା । ଏ ଜଗତର୍ ସାସନ୍କାରିଆମନର୍ ଉପ୍ରେ ରଇବା ସାସନ୍କାରିଆ । ସେ ଆମ୍କେ ଆଲାଦ୍ କଲାନି । ଆମର୍ପାଇ ଗଟେକ୍ ବଲି ଇସାବେ ମଲାକେ ଆମର୍ ପାପେଅନି ସେ ଆମ୍କେ ମୁକ୍ଲାଇଆଚେ ।