ଜଅନ୍ 16:13 - ସତିଅର୍ ବାଟ୍ ନୁଆ ନିୟମ୍ 202013 ମାତର୍ ସତ୍ ଆତ୍ମା ଆଇଲେ, ସେ ତମ୍କେ ସବୁ ସତ୍ ବିସଇର୍ ବାଟେ ଡାକିନେଇସି । କାଇକେ ବଇଲେ, ସେ ନିଜର୍ ଅଦିକାରେ କାଇ କାତା ନ କଏ । ମାତର୍ ସେ ବାବାର୍ତେଇଅନି ଜନ୍ ଜନ୍ କାତା ସୁନ୍ସି, ସେ ସବୁ କଇସି । ଆରି ଆଇବା ଦିନ୍ମନ୍କେ କାଇଟା ଅଇସି ସେ ସବୁ ବିସଇ ମିସା କଇସି । အခန်းကိုကြည့်ပါ။ |
ମାତର୍ ତମେ ନାଡାଇ ନ ଉଆସ୍ । କାଇକେବଇଲେ କିରିସ୍ଟ ତାର୍ ସୁକଲ୍ଆତ୍ମା ତମ୍କେ ଦେଇଆଚେ । ସେ ସୁକଲ୍ଆତ୍ମା ଏବେ ମିସା ତମର୍ ବିତ୍ରେ ଆଚେ । ତେବର୍ପାଇ କେ ମିସା ବିନ୍ ଲକ୍ ତମ୍କେ ସିକାଇବାକେ ଲଡାନାଇ । ସୁକଲ୍ଆତ୍ମା ତମ୍କେ ସବୁ ବିସଇର୍ ସତ୍ ସିକାଇସି । ତେଇ ସେ ଜନ୍ଟା ସିକାଇସି, ସେଟା ପୁରାପୁରୁନ୍ ସତ୍ । ତେଇ କାଇ ବୁଲ୍ ବିସଇ ନ ରଏ । ତେବର୍ପାଇ ମୁଇ ତମ୍କେ କଇଲିନି, କିରିସ୍ଟର୍ ସଙ୍ଗ୍ ମିସିରୁଆ ।