16 “ଚନେକ୍ ଗାଲା ପଚେ ତମେ ଆରି ମକେ ଦେକି ନାପାରାସ୍ । ଆରି ଚନେକ୍ ଗାଲେ ଦେକ୍ସା ।”
ମାପ୍ରୁ ଜିସୁ ଏ ସବୁ କାତା ସେମନ୍କେ କଇ ସାରାଇଲା ପଚେ, ପର୍ମେସର୍ ତାକେ ସର୍ଗେ ଦାରିଗାଲା ଆରି ପର୍ମେସର୍ ସନ୍ମାନ୍ ଜାଗାଇ ବସ୍ଲା ।
ଜିସୁ ସେମନ୍କେ କଇଲା, “ଏବେ ତମର୍ ମୁଆଟେ ଜନ୍ ଉଜଲ୍, ଉଜଲ୍ ଦେଲାନି, ସେଟା ଚନେକର୍ପାଇସେ ରଇସି । ଜନ୍ ଜାଗାଇ ଜିବାର୍ ଆଚେ, ଉଜଲ୍ ରଇତେ ଆକା ଇଣ୍ଡା । ସେନ୍ତାର୍ଆଲେ ତମ୍କେ ଆନ୍ଦାର୍ ନ ଡାବେ । ଆନ୍ଦାରେ ରଇବା ଲକ୍ କେନେ ଗାଲାନି ସେଟା ନାଜାନେ ।
ବାବା ପର୍ମେସର୍, ତାକେ ସବୁ ବିସଇର୍ ଅଦିକାର୍ ଦେଇ ଆଚେ, ସେ ପର୍ମେସରର୍ ଟାନେଅନି ଆସିଆଚେ ଆରି ତାର୍ ଲଗେସେ ଜାଇସି, ବଲି ଜିସୁ ସବୁ ବିସଇ ଜାନିରଇଲା ।
ଏ ମର୍ ପିଲାମନ୍ ମୁଇ ତମର୍ ସଙ୍ଗ୍ ଚନେକର୍ପାଇ ରଇବି । ତାର୍ ପଚେ ତମେ ମକେ କଜ୍ସା, ଆରି ମୁଇ ଜନ୍ତି ଗାଲିନି ତମେ ତେଇ ଜାଇନାପାରାସ୍ । ଏ ବିସଇ ଜିଉଦି ନେତାମନ୍କେ ଜେନ୍ତି କଇରଇଲି, ସେନ୍ତି ଏବେ ତମ୍କେ ଆରିତରେକ୍ କଇଲିନି ।
ଟିକ୍ ଇସାବେ ଚଲାଚଲ୍ତି କର୍ବା ବିସଇ, ଦୁନିଆର୍ ଲକ୍ମନ୍ ବୁଲ୍ ବୁଜିଆଚତ୍ । ମୁଇ ମର୍ ବାବାର୍ ଲଗେ ବାଉଡି ଗାଲିନି, ଆରି ତମେ ମକେ ଦେକିନାପାରାସ୍ । ସେଟା ମୁଇ ମାନ୍ବା ଦରମ୍ ବିସଇ ସାକି ଦେଲାନି ।
ସେନ୍ତାରିସେ ତମ୍କେ ମିସା ଅଇସି । ଏବେ ତମେ ଦୁକ୍ଅଇ ଆଚାସ୍, ମାତର୍ ଆରି ତରେକ୍ ମୁଇ ତମ୍କେ ଦେକାଇଅଇବି, ତାର୍ ପଚେ ତମେ ବେସି ସାର୍ଦା ଅଇସା । ଆରି କେମିସା ତମର୍ ସାର୍ଦା ତମର୍ଟାନେଅନି ଚାଡାଇ ନେଇ ନାପାରତ୍ ।
ମୁଇ ବାବାର୍ଟାନେଅନି ଏ ଦୁନିଆଇ ଆସିଆଚି, ଆରି ଏବେ ମୁଇ ଏ ଦୁନିଆ ଚାଡିକରି ବାବାର୍ ଲଗେ ବାଉଡି ଗାଲିନି ।”
“ମାତର୍ ମୁଇ ଏବେ ମର୍ ପାଟାଉର୍ ଲଗେ ଗାଲିନି । ଏଲେମିସା ତମର୍ ବିତ୍ରେ ଅନି କେ ମିସା ମକେ କେନେ ଜାଇସୁ ବଲି ପାଚାରାସ୍ ନାଇ ।
ଏବେ ମୁଇ ତମର୍ ଲଗେ ଆଇଲିନି । ଏ ଦୁନିଆଇ ରଇଲା ବେଲେ ସେମନ୍କେ, ସେମନର୍ ମନେ ରଇବା ମର୍ ସାର୍ଦା ପୁରାପୁରୁନ୍ ଅଇବାକେ, ଏ ବିସଇ କଇରଇଲି ।
ଏ ବାବା, ଏ ଦୁନିଆ ତିଆର୍ ନ ଅଇତେ, ତମର୍ ସଙ୍ଗ୍ ରଇଲାବେଲେ, ମର୍ ଜନ୍ ଡାକ୍ପୁଟା ରଇଲା, ଏବେ ତମେ ରଇତେ ଆକା, ମକେ ଡାକ୍ପୁଟା କର୍ ।
ପଚେ ଜିସୁ କଇଲା, “ମୁଇ ଚନେକ୍ସେ ତମର୍ ସଙ୍ଗ୍ ରଇବି । ତାର୍ ପଚେ ମକେ ଜେ ପାଟାଇଲା ଆଚେ, ତାର୍ ଲଗେ ବାଉଡି ଜିବି ।
ସେ ଦୁକ୍ କସ୍ଟ ଅଇଲାପଚେ, ସେମନ୍କେ ନିଜେ ବେସି ତର୍ ଦେକାଇଅଇଲା । ଚାଲିସ୍ ଦିନ୍ଜାକ ବିନ୍ ବିନ୍ ବେଲାଇ ଦେକାଇଅଇଲା । ମଲାତେଇଅନି ଉଟ୍ଲାଟା ସତ୍ସଙ୍ଗ୍ ଜାନାଇଲା । ସେମନ୍ ତାକେ ଦେକ୍ଲାଇ, ଆରି ସେ ସେମନର୍ସଙ୍ଗ୍ ପର୍ମେସରର୍ ରାଇଜ୍ ବିସଇନେଇ କାତା ଅଇଲା ।
ଆମର୍ ଆଁକି ଜିସୁର୍ଟାନେ ସଙ୍ଗଉ । ତାକେ ଆମେ ଆରାମେ ଅନି ସାରାସାରି ଜାକ ବିସ୍ବାସ୍ କରିଆଚୁ । ଜନ୍ ସାର୍ଦା ତାର୍ ମୁଆଟେ ସଙ୍ଗଇରଇଲା, ସେ ସାର୍ଦାର୍ଲାଗି ରଇବା ଦୁକ୍କସ୍ଟ ମୁର୍ଚି କରି ରଇଲା । ଆରି ତେଇ ମର୍ବା ଲାଜର୍ ବିସଇ ମନେ ଦାରେନାଇ । ପର୍ମେସର୍ ଆଜି ଜନ୍ ଜାଗାଇ ବସ୍ଲାଆଚେ, ତାର୍ ଉଜାବାଟେ ସେ ମିସା ବସ୍ଲାଆଚେ ।