18 ତେବେ ସେମନ୍ କଇଲାଇ, “ଏ ଚନେକ୍ ପଚେ ବଲି କାଇକେ କଇଲାନି ? ସେ କାଇଟା ବଲି କଇଲାନି, ଆମେ ବୁଜି ନାପାର୍ଲୁନି ।”
ସେବେଲେ ଜିସୁ ସେମନ୍କେ କଇଲା, “ତମେ କେତେକ୍ ବକୁଆ ଲକ୍ମନ୍, ବବିସତ୍ବକ୍ତାମନ୍ କଇଲା କାତା ବିସ୍ବାସ୍ କର୍ବାକେ କାଇକେ ଜାଗ୍ରତ୍ ଉଆସ୍ ନାଇ ?
ସେବେଲେ ତାର୍ ସିସ୍ମନର୍ ବିତ୍ରେଅନି କେତେ ଲକ୍ ତାକର୍ ବିତ୍ରେ କୁଆବଲା ଅଇଲାଇ । “ସେ ଆମ୍କେ କଇଲାନି, ଚନେକ୍ ଗାଲାପଚେ ତମେ ଆରି ମକେ ଦେକି ନାପାରାସ୍, ଆରି ଚନେକ୍ ଗାଲେ ମକେ ଦେକ୍ସା । ମୁଇ ଏବେ ବାବାର୍ ଲଗେ ଗାଲିନି ବଲି କଇବା ଅରତ୍ କାଇଟା ?”
ସେମନ୍ ମକେ ପାଚାର୍ବାକେ ମନ୍ କଲାଇନି ବଲି ଜିସୁ ଜାନିକରି ସେମନ୍କେ କଇଲା, “ଚନେକ୍ ଗାଲେ ତମେ ଆରି ମକେ ଦେକି ନାପାରାସ୍ ଆରି ଚନେକ୍ ଗାଲାପଚେ ମକେ ଦେକ୍ସା ବଲି କଇଲା ଏ କାତା ନେଇକରି ତମର୍ ତମର୍ ବିତ୍ରେ କାଇକେ କୁଆବଲା ଅଇଲାସ୍ନି ?
ତମେ ବିସ୍ବାସ୍ କରି ବେସିଦିନ୍ ଅଇଗାଲା ଆଚେ । ଆରି ଏବେ ତମେ ତମର୍ ସଙ୍ଗାରିମନ୍କେ ସିକାଇବାର୍ ରଇଲା । ମାତର୍ ପର୍ମେସରର୍ ପର୍ତୁମ୍ ସିକିଆ ତମ୍କେ ଏବେ ସିକାଇବାକେ ଲକର୍ ଲଡାଆଚେ । ତମେ ଗଟେକ୍ ଦୁଦ୍ କାଇବା ପିଲାର୍ପାରା ଆଚାସ୍ । କାଇକେବଇଲେ ଆଁଟ୍ଟା ମନ୍ କାତ୍ରି ନାପାରାସ୍ ।