ଜଅନ୍ 16:22 - ସତିଅର୍ ବାଟ୍ ନୁଆ ନିୟମ୍ 202022 ସେନ୍ତାରିସେ ତମ୍କେ ମିସା ଅଇସି । ଏବେ ତମେ ଦୁକ୍ଅଇ ଆଚାସ୍, ମାତର୍ ଆରି ତରେକ୍ ମୁଇ ତମ୍କେ ଦେକାଇଅଇବି, ତାର୍ ପଚେ ତମେ ବେସି ସାର୍ଦା ଅଇସା । ଆରି କେମିସା ତମର୍ ସାର୍ଦା ତମର୍ଟାନେଅନି ଚାଡାଇ ନେଇ ନାପାରତ୍ । အခန်းကိုကြည့်ပါ။ |