31 ଜିସୁ ସେମନ୍କେ କଇଲା, “ଏବେ କାଇ ତମେ ବିସ୍ବାସ୍ କଲାସ୍ନି ?
ଜିସୁ ତାକେ କଇଲା, “ତୁଇ କାଇକେ ମର୍ପାଇ ମର୍ସୁ ? ମୁଇ ତକେ ସତ୍ କାତା କଇଲିନି କୁକୁଡା ନ ଡାକ୍ତେ ତୁଇ ମକେ ତିନ୍ ତର୍ ନାଜାନି ବଲି କଇସୁ ।”
ତମେ ସବୁ ବିସଇ ଜାନିଆଚୁସ୍, ଏଟା ଏବେ ଆମେ ଜାନ୍ଲୁ । ଆରି କେ ତମ୍କେ ଜାନେ କି ନାଇ ବଲି, ପାଚାର୍ବାର୍ ଲଡା ନାଇ । ଏଟାର୍ପାଇ ତମେ ପର୍ମେସରର୍ଟାନେ ଅନି ଆସିଆଚୁସ୍ ବଲି ଆମେ ବିସ୍ବାସ୍ କଲୁନି ।”
ଦେକା, ଏନ୍ତି ବେଲା ଆଇଲାନି, ଉଁ ସେ ବେଲା କେଟ୍ଲା ଆଚେ, ତମେ ମକେ ଗଟେକ୍ ଲକ୍କେ ଚାଡି, ଏନେ ତେନେ ଅଇକରି ନିଜର୍ ନିଜର୍ ଗରେ ଉଟିପାଲାଇସା । ଏଲେମିସା ମୁଇ ଗଟେକ୍ ଲକ୍ ନାଇ, ସବୁବେଲା ମର୍ ସଙ୍ଗ୍ ବାବା ଆଚେ ।