4 ଏବେ ମୁଇ ଏ ସବୁ କାତା କଇଲିନି । ସେଟାର୍ ପାଇ ଏ ସବୁ ଗଟ୍ନାମନ୍ ଗଟ୍ବା ବେଲା କେଟ୍ଲେ ମୁଇ କଇଲା କାତା ଏତାଇସା । ଆରାମେ ଅନି ମୁଇ ତମର୍ ସଙ୍ଗ୍ ରଇଲି ଜେ ଏ ସବୁ କାତା କଇ ନ ରଇଲି ।”
ସେମନର୍ ଲଗେ ଜାଇ ଜାନାଇକରି କୁଆ, ସରଗ୍ ରାଇଜ୍ ଲଗେ ଆଇଲା ଆଚେ !
ଦେକା, ସେ ବେଲା ନ ଆଇବା, ଆଗ୍ତୁ ମୁଇ ତମ୍କେ ଜାନାଇଦେଲିନି ।
ଜିସୁ ସେମନ୍କେ କଇଲା, “ବିବା ଦାଙ୍ଗ୍ଡା ଜେଡେବେଲେ ଜାକ ଦାଙ୍ଗ୍ଡାମନର୍ ସଙ୍ଗ୍ ବିବାଗରେ ରଇସି, ସେ ଦିନ୍ ଜାକ ସଙ୍ଗର୍ ଦାଙ୍ଗ୍ଡାମନ୍ ଦୁକ୍ ନ କରତ୍ । ମାତର୍ ଜେଡେବଲ୍ ବିବା ଅଇବା ଦାଙ୍ଗ୍ଡାକେ ସଙ୍ଗର୍ଦାଙ୍ଗ୍ଡାମନର୍ଟାନେଅନି ଦାରିଜିବାଇ, ସେମନ୍ ଦୁକ୍ କରି ଉପାସ୍ କର୍ବାଇ ।”
ସେଦିନ୍ମନ୍କେ କାଇ କାଇଟା ଅଇସି ସେ ବିସଇନେଇ ତମେ ଜାଗ୍ରତ୍ ଅଇ ରୁଆ । ସେଟାର୍ପାଇ, ଦେକା ସେ ବେଲା ନ ଆଇବା ଆଗ୍ତୁ ମୁଇ ତମ୍କେ ଜାନାଇଦେଲିନି ।
ଜିସୁ ସେମନ୍କେ କଇଲା, “ବଜିଟାନେ ବିବା ଦାଙ୍ଗ୍ଡା ରଇବା ଜାକ ବିବା ଦାଙ୍ଗ୍ଡାର୍ ସଙ୍ଗ୍ ରଇବା ଦାଙ୍ଗ୍ଡାମନ୍ ଉପାସେ ରଇବାଇ କି ? ନାଇ ନ ରଅତ୍ । ବିବା ଦାଙ୍ଗ୍ଡା ଜେଡେବେଲାଜାକ ରଇସି, ସେ ବେଲାଜାକ ସେମନ୍ ଉପାସେ ନ ରଅତ୍ ।
ଆରାମ୍ ଅଇଲା ମୁଲେ, ଜେଜେ ଏ ସବୁ ଦେକିରଇଲାଇ ଆରି ସୁବ୍ କବର୍ ବିନ୍ ଲକ୍ମନ୍କେ ଜାନାଇଲାଇ, ସେମନ୍ ଆମ୍କେ କଇଲା ଇସାବେ ଲେକ୍ଲାଇ ।
ଏବେ ଏ ଗଟ୍ନା ଅଇବା ଆଗ୍ତୁସେ ମୁଇ ତମ୍କେ ଏ କାତା କଇଲିନି । ଜେଡେବେଲା ଏ ଗଟ୍ନା ଗଟ୍ସି, ତମେ ମୁଇ ମସିଅ ବଲି ବିସ୍ବାସ୍ କର୍ସା ।
ଜାଇଟା ସବୁ ଗଟ୍ବାର୍ ଆଚେ ସେଟା ସବୁ ମୁଇ ତମ୍କେ ଆଗ୍ତୁ ଜାନାଇଦେଲି । ଜେନ୍ତିକି ସେଟା ସବୁ ଗଟ୍ଲେ, ତମେ ମକେ ବିସ୍ବାସ୍ କର୍ସା ।
ସେ ମର୍ ପାଇ ଜେତ୍କି ସବୁ କସ୍ଟ ମୁରଚ୍ବାର୍ ଆଚେ, ମୁଇ ନିଜେ ତାକେ ଜାନାଇବି ।”
ମୁଇ ତମର୍ ସଙ୍ଗ୍ ରଇଲାବେଲେ ତର୍କେ ତର୍ ଏ ସବୁ ବିସଇ ଏତାଇ ଦେଇତେ ରଇଲି । ସେଟା କାଇ ତମର୍ ମନେ ନାଇ କି ?
ମର୍ ଜିବନ୍ ଦାପ୍ରେ ସାରିଜାଇସି ବଲି ମୁଇ ଜାନି । କାଇକେବଇଲେ ଆମର୍ ମାପ୍ରୁ ଜିସୁକିରିସ୍ଟ ମକେ ନିକସଙ୍ଗ୍ ଜାନାଇଆଚେ ।