8 ସେ ଆସିକରି ଦୁନିଆର୍ ଲକ୍ମନ୍କେ ପାପ୍, ଦରମ୍ ଆରି ନିଆଇ ବିସଇର୍ ସାକି ଦେଇସି ।
ମୁଇ ତମ୍କେ ସତ୍କାତା କଇଲିନି, ମୁଇ ଉଟିଜିବା ବିସଇ ତମର୍ ପାଇ ଗଟେକ୍ ମଙ୍ଗଲର୍ ବିସଇ ଅଇସି । କାଇକେ ବଇଲେ ମୁଇ ନ ଗାଲେ ସାଇଜକାରିଆ ତମର୍ଟାନେ ନ ଆସେ, ମୁଇ ଗାଲେ ତାକେ ତମର୍ଟାନେ ପାଟାଇଦେବି ।
ଏ ଦୁନିଆର୍ ଲକ୍ମନ୍ ପାପ୍ ବିସଇ ବୁଲ୍ ବୁଜ୍ଲାଇ ଆଚତ୍ । ସେ ଦେକାଇ ଦେଇସି ଜେ, ମକେ ବିସ୍ବାସ୍ ନ କର୍ବାଟାସେ ପାପ୍ ।
ତମର୍ ବିତ୍ରେ ଅନି କେମିସା ଗଟେକ୍ ଲକ୍ ମୁଇ ପାପ୍ କଲିଆଚି ବଲି ମକେ ଦସି କରାଇପାରେ କି ? ଆରି ମୁଇ ଜଦି ସତ୍କାତା କଇଲିନି ବଇଲେ, ତମେ କାଇଜେ ବିସ୍ବାସ୍ କରାସ୍ ନାଇ ?
ଜିସୁର୍ ଏ କାତା ସୁନି ମାଇଜିକେ ଆନିରଇବା ସବୁଲକ୍ ସେ ଜାଗାଇଅନି ଗଟେକ୍ ଗଟେକ୍ ଲକ୍ ବାରଇ ଉଟିଗାଲାଇ । ପର୍ତୁମ୍ ଡକ୍ରାମନ୍ ଗାଲାଇ । ତେଇ ସାରାସାରି ଜାକ ଜିସୁ ଆରି ସେ ମାଇଜିସେ ରଇଲାଇ ।
ଏ କାତା ପିତର୍ଟାନେଅନି ସୁନ୍ଲା ସବୁ ଲକ୍ମନ୍ ତାକର୍ ନିଜର୍ ବୁଲ୍ ଏତାଇକରି ମନ୍ ବିତ୍ରେ କିଲ୍ବିଲ୍ ଅଇଗାଲାଇ । ସେମନ୍ ପିତର୍କେ ଆରି ପେରିତ୍ମନ୍କେ ପାଚାର୍ଲାଇ, “ଏ ବାଇମନ୍ ଏନ୍ତାର୍ ବଲି କଇଲେ ଆମେ କାଇଟା କର୍ବାର୍ ଆଚେ ?”
ଜଦି ସବୁଲକ୍ ପର୍ମେସର୍ ଜାନାଇଲା କାତା କଇଲାସ୍ନି, ଜଦି ତେଇ ଗଟେକ୍ ବିସ୍ବାସ୍ ନ କଲା ଲକ୍ କି ଗଟେକ୍ ମାମୁଲି ଲକ୍ ଆଇଲେ, ତେବେ ସେ ନିଜର୍ ପାପର୍ ବିସଇର୍ ଚେତ୍ନା ପାଇସି । ଆରି ସେ ସୁନ୍ଲା ସବୁ ବିସଇର୍ କାତାଇଅନି ତାକେ ବିଚାର୍ ଅଇସି ।
ସେ ସବୁଲକ୍କେ ବିଚାର୍ କର୍ସି । ଆରି ଜେତ୍କି ଲକ୍ ତାକେ ନାମତ୍ନାଇ, ସେମନ୍ ସବୁଲକ୍କେ ଦସି କର୍ସି । ସେମନ୍ କରିରଇବା ସବୁ କାରାପ୍ କାମର୍ ଲାଗି ମିସା ଦସିଅଇବାଇ ।