ଜଅନ୍ 17:11 - ସତିଅର୍ ବାଟ୍ ନୁଆ ନିୟମ୍ 202011 ଏବେ ମୁଇ ତମର୍ ଲଗେ ଆଇଲିନି, ମୁଇ ଏ ଦୁନିଆଇ ରଇନାଇ । ମାତର୍ ଏମନ୍ ରଇଲାଇନି । ସୁକଲ୍ ରଇବା ବାବା ! ତମେ ଜନ୍ ଲକ୍ମନ୍କେ ମକେ ସର୍ପି ଦେଇଆଚୁସ୍, ତମେ ଦେଇରଇବା ନାଉଁର୍ ବପୁର୍ ଲାଗି ସେମନ୍କେ ରକିଆ କରା । ଜେନ୍ତାରି ତମେ ଆରି ମୁଇ ଗଟେକ୍ । ସେନ୍ତାରିସେ ସେମନ୍ ଗଟେକ୍ ଅଇରଇବାକେ ସାଇଜ କରା । အခန်းကိုကြည့်ပါ။ |
ପର୍ମେସରର୍ ମଇମାର୍ ଉଜଲ୍ ମାପ୍ରୁ ଜିସୁର୍ଟାନେ ଡିସ୍ସି । ପର୍ମେସର୍ ଜେନ୍ତାରି ଆଚେ, ତାର୍ ପଅ ସେନ୍ତାରିସେ । ଜନ୍ ବପୁର୍ ବାକିଅ ପଅ କାତା ଅଇସି, ସେ ବାକିଅ ସଙ୍ଗ୍ ତିଆର୍କଲାଟା ସେ ସାସନ୍ କର୍ସି । ଆମର୍ ପାପର୍ ଲାଗି କେମା କରିସାରାଇଲା ପଚେ, ସେ ସର୍ଗେ ବାଅଡ୍ଲା । ଆରି ସବୁର୍ତେଇଅନି ବପୁ ରଇବା ପର୍ମେସରର୍ ଉଜାବାଟେ ସାସନ୍ କର୍ବାକେ ବସ୍ଲା ।