ଜଅନ୍ 17:12 - ସତିଅର୍ ବାଟ୍ ନୁଆ ନିୟମ୍ 202012 ମୁଇ ସେମନର୍ ସଙ୍ଗ୍ ରଇଲା ବେଲେ ତମର୍ ନାଉଁର୍ ବପୁସଙ୍ଗ୍ ସେମନ୍କେ ରକିଆ କରିରଇଲି । ଜେନ୍ତି କି ସେମନ୍ କାଲ୍କାଲ୍ ଜୁଗ୍ଜୁଗ୍ ପର୍ମେସରର୍ଟାନେ ଅନି ବିନେ ଅଇ ନସ୍ଟ ନ ଅଅତ୍ । ଗଟେକ୍ ଲକ୍କେ ଚାଡି ସବୁଲକ୍କେ ରକିଆ କରିଆଚି । ସେ ଗଟେକ୍ ଲକ୍ ନସ୍ଟ ଅଇସି ଆକା । ଜେନ୍ତିକି ଦରମ୍ ସାସ୍ତରେ ଲେକା ଅଇଲାଟା ସିଦ୍ ଅଇବାର୍ ରଇଲା । အခန်းကိုကြည့်ပါ။ |