ଜଅନ୍ 17:24 - ସତିଅର୍ ବାଟ୍ ନୁଆ ନିୟମ୍ 202024 ଏ ବାବା, ତମେ ମକେ ଜନ୍ ଲକ୍ମନ୍କେ ଦେଇଆଚାସ୍, ମୁଇ ଜନ୍ ଜାଗାଇ ରଇବି, ସେମନ୍ ମିସା ମର୍ ସଙ୍ଗ୍ ରଅତ୍ ବଲି ମନ୍ କଲିନି । ତେବେ ମକେ ଦେଇରଇବା ଡାକ୍ପୁଟା ସେମନ୍ ଦେକ୍ବାଇ । କାଇକେ ବଇଲେ ତମେ ଏ ଦୁନିଆ ତିଆର୍ କର୍ବା ଆଗ୍ତୁସେ ମକେ ଆଲାଦ୍ କରିଆଚାସ୍ । အခန်းကိုကြည့်ပါ။ |
ମାତର୍ ଜନ୍ଟା ଆମେ ଏବେ ଦେକ୍ଲୁନି, ସେଟା ଦର୍ପନେ ଦେକ୍ଲାପାରା ସେତେକ୍ ନିକ ଡିସେ ନାଇ । ମାତର୍ ଗଟେକ୍ ଦିନ୍ ଆଇସି, ଜେବେ କିରିସ୍ଟକେ ଆମର୍ ମୁଆଟେ ଦେକ୍ବୁ । ସେ ବେଲେ ଆମେ ନିକସଙ୍ଗ୍ ଜାନ୍ବୁ । ଏବେ ଆମେ ଉନା ବିସଇ ଜାନ୍ଲୁନି, ମାତର୍ ସେ ଦିନ୍ମନ୍କେ ଆମେ ପୁରାପୁରୁନ୍ ବାବେ ଜାନ୍ବୁ । ଜେନ୍ତାର୍ କି ପର୍ମେସର୍ ଆମ୍କେ ପୁରାପୁରୁନ୍ ବାବେ ଜାନେ ।