ଜଅନ୍ 17:5 - ସତିଅର୍ ବାଟ୍ ନୁଆ ନିୟମ୍ 20205 ଏ ବାବା, ଏ ଦୁନିଆ ତିଆର୍ ନ ଅଇତେ, ତମର୍ ସଙ୍ଗ୍ ରଇଲାବେଲେ, ମର୍ ଜନ୍ ଡାକ୍ପୁଟା ରଇଲା, ଏବେ ତମେ ରଇତେ ଆକା, ମକେ ଡାକ୍ପୁଟା କର୍ । အခန်းကိုကြည့်ပါ။ |
ପର୍ମେସରର୍ ମଇମାର୍ ଉଜଲ୍ ମାପ୍ରୁ ଜିସୁର୍ଟାନେ ଡିସ୍ସି । ପର୍ମେସର୍ ଜେନ୍ତାରି ଆଚେ, ତାର୍ ପଅ ସେନ୍ତାରିସେ । ଜନ୍ ବପୁର୍ ବାକିଅ ପଅ କାତା ଅଇସି, ସେ ବାକିଅ ସଙ୍ଗ୍ ତିଆର୍କଲାଟା ସେ ସାସନ୍ କର୍ସି । ଆମର୍ ପାପର୍ ଲାଗି କେମା କରିସାରାଇଲା ପଚେ, ସେ ସର୍ଗେ ବାଅଡ୍ଲା । ଆରି ସବୁର୍ତେଇଅନି ବପୁ ରଇବା ପର୍ମେସରର୍ ଉଜାବାଟେ ସାସନ୍ କର୍ବାକେ ବସ୍ଲା ।