1 ଜିସୁ ଏ ପାର୍ତନା ସାରାଇକରି ନିଜର୍ ସିସ୍ମନର୍ ସଙ୍ଗ୍ କିଦ୍ରଣ୍ ନାଉଁର୍ ଜଲା ସେପାଟର୍ ଜାଗାଇ ଗାଲା । ତେଇ ଗଟେକ୍ ବାଡ୍ ରଇଲା, ଜିସୁ ଆରି ତାର୍ ସିସ୍ମନ୍ ସେ ବାଡେ ପୁର୍ଲାଇ ।
ତାର୍ପଚେ ସେମନ୍ ଦନିଅବାଦର୍ ଗିତ୍ ଗାଇ ଗାଇ କରି ଜିତ୍ନାଉଁର୍ ପର୍ବତେ ଗାଲାଇ ।
ତାର୍ ପଚେ ଜିସୁ ତାର୍ ସିସ୍ମନର୍ ସଙ୍ଗ୍ ଗେତ୍ସିମନି ନାଉଁର୍ ଗଟେକ୍ ଜାଗାଇ ଜାଇ ସେମନ୍କେ କଇଲା, “ତମେ ଇତି ଚନେକ୍ ବସି ରୁଆ । ମୁଇ ସେ ଲଗେ ଜାଇ ପାର୍ତନା କର୍ବି ।”
ସବୁ ସିସ୍ମନ୍ ମିସିକରି ପର୍ମେସର୍କେ ଦନିଅବାଦର୍ ଗିତ୍ ଗାଇ ଗାଇ କରି ଜିତ୍ ନାଉଁର୍ ପର୍ବତେ ଗାଲାଇ ।
ତାର୍ପଚେ ଜିସୁ ତାର୍ ସିସ୍ମନର୍ ସଙ୍ଗ୍ ଗେତ୍ସିମନି ନାଉଁର୍ ଗଟେକ୍ ଜାଗାଇ ଆଇଲାଇ । ତେଇ ଜିସୁ ସିସ୍ମନ୍କେ କଇଲା, “ମୁଇ ପାର୍ତନା କର୍ବାବେଲେ ତମେ ଇତି ବସିରୁଆ ।”
ଉଟା ଆମେ ଜୁବେ । ଏଦେ ଦେକା ! ମକେ ସତ୍ରୁମନ୍କେ ଦାରାଇ ଦେବା ଲକ୍ ଆଇଲାଆଚେ ।” ବଲି କଇଲାଇ ।
ମୁଇ ମର୍ ବାବାକେ ଆଲାଦ୍ କଲିନି ଆରି ବାବାର୍ ଆଦେସ୍ ଇସାବେ କାମ୍ କଲିନି, ଏଟା ଦୁନିଆର୍ ଲକ୍ମନ୍ ଜାନତ୍ ବଲି ଏନ୍ତି ଗଟ୍ନା ଅଇଲାନି । ଜୁ, ଆମେ ଏ ଜାଗାଇଅନି ବାରଇ ଉଟି ଜୁ ।”
ବଡ୍ ପୁଜାରିର୍ ଗତିଦାଙ୍ଗ୍ଡାମନର୍ ବିତ୍ରେଅନି ଗଟେକ୍ ଲକ୍ ଜାକେ କି ପିତର୍ କାନ୍ କାଟିପାକାଇରଇଲା, ସେ ଡାଟ୍ ସଙ୍ଗ୍ କଇଲା, “ସେ ବାଡେ ମୁଇ ତକେ ତାର୍ ସଙ୍ଗ୍ ରଇଲାଟା ଦେକି ରଇଲି । ”
ସେ ଆମର୍ ଲଗେ ଆସି ପାଉଲର୍ ଆଟାବେଡା ନେଲା, ତେଇ ସେ ନିଜର୍ ଆତ୍ ଗଡ୍ ବାନ୍ଦି କରି କଇଲା, “ସୁକଲ୍ଆତ୍ମା ମକେ ଜାନାଇଲା ଆଚେ ଜେ, ଏ ଆଟାବେଡାର୍ ସାଉକାର୍କେ ଜିରୁସାଲାମର୍ ଜିଉଦିମନ୍, ଏନ୍ତି ବାନ୍ଦି ଜିଉଦିନଇଲା ଲକ୍ମନ୍କେ ସର୍ପିଦେବାଇ ।”