10 ସିମନ୍ ପିତରର୍ ଆତେ ଗଟେକ୍ କାଣ୍ଡା ରଇଲା । ସେ କାଣ୍ଡା ବାର୍କରାଇ ବଡ୍ ପୁଜାରିର୍ ଗତିଦାଙ୍ଗ୍ଡାର୍ ଉଜା କାନ୍ ଚିଡ୍ତେ ମାର୍ଲା । ସେ ଗତିଦାଙ୍ଗ୍ଡାର୍ ନାଉଁ ମାଲକ୍ ।
ଜିସୁ ତାକେ କଇଲା, “ମୁଇ ତକେ ସତ୍କାତା କଇଲିନି, ଆଜି ରାତି ଦୁଇତର୍ କୁକ୍ଡା ଡାକ୍ବା ଆଗ୍ତୁ, ତୁଇ ମକେ ତିନ୍ତର୍ ଚିନିନାଇ ବଲିକରି କଇସୁ ।”
ସେ ଲଗେ ଟିଆଅଇରଇଲା ଜିସୁର୍ ଗଟେକ୍ ସିସ୍ ତାର୍ କାଣ୍ଡା ବେଟି ମୁକିଅ ପୁଜାରିର୍ ଗତି ଦାଙ୍ଗ୍ଡାର୍ ଉଜା କାନ୍ କାଟିଦେଲା ।
ସେବେଲାଇ ସିମନ୍ ଜିସୁକେ କଇଲା, “ଏ ମାପ୍ରୁ ମୁଇ ତର୍ସଙ୍ଗ୍ ବନ୍ଦି ଗରେ ଜିବାକେ ଆରି ମର୍ବାକେ ମିସା ରାଜି ଆଚି ।”
ବଡ୍ ପୁଜାରିର୍ ଗତିଦାଙ୍ଗ୍ଡାମନର୍ ବିତ୍ରେଅନି ଗଟେକ୍ ଲକ୍ ଜାକେ କି ପିତର୍ କାନ୍ କାଟିପାକାଇରଇଲା, ସେ ଡାଟ୍ ସଙ୍ଗ୍ କଇଲା, “ସେ ବାଡେ ମୁଇ ତକେ ତାର୍ ସଙ୍ଗ୍ ରଇଲାଟା ଦେକି ରଇଲି । ”