14 ଏ କାୟାପାସେ ଆଗ୍ତୁ ଜିଉଦି ନେତାମନ୍କେ, ସବୁ ଲକର୍ ପାଇ ଗଟେକ୍ ଲକ୍ ମର୍ବାଟା ଗଟେକ୍ ମଙ୍ଗଲର୍ ବିସଇ ବଲି କଇରଇଲା ।
ସେବେଲେ ମୁକିଅ ପୁଜାରିମନ୍ ଆରି ପାର୍ଚିନ୍ମନ୍ ବଡ୍ ପୁଜାରି କୟାପାର୍ ଗରେ ରୁଣ୍ଡ୍ ଅଇଲାଇ ।
ସେ ଗାଡେ ସିତ୍ମାସେ ରଇବାଟା ବେସି କସ୍ଟ ରଇଲା । ତେବେ କେନ୍ତି କରି ମିସା କସ୍ଟେ ମସ୍ଟେ ପେନିକସ୍ ବଲି ଗଟେକ୍ ଜାଗାଇ କେଟି, ଦର୍କାର୍ ପଡ୍ଲେ ତେଇ ରଇବାକେ ଜାଜେ ଜିବା କେତେଲକ୍ମନ୍ କର୍ତେରଇଲାଇ । ପିନିକସ୍ ଅଇଲାନି କିରିତେ ଦକିଣ୍, ପଚିମ୍ ଆରି ଉତର୍ ପୁରୁବ୍ ଦିଗେ ରଇବା ଗଟେକ୍ ଜାଗାର୍ ନାଉଁ ।
ସେ ଜାଗାଇ ଆମେ ବେସିଦିନ୍ ରଇଲୁ । ଜିଉଦିମନର୍ ଉପାସ୍ ମାନିଅଇବା ପରବ୍ ସାରି ଜାଇରଇଲା । ତେବେ ଗାଡ୍ ଗାଡ୍ ଜିବାଟା ବିପଦ୍ ରଇଲା । ସେଟାର୍ପାଇ ପାଉଲ୍ ସେମନ୍କେ ଜାଗ୍ରତ୍ କରାଇ କଇଲା,