15 ସିମନ୍ ପିତର୍ ଆରି ଗଟେକ୍ ବିନ୍ ସିସ୍ ଜିସୁର୍ ପଚେ ପଚେ ଜାଇତେ ରଇଲାଇ । ବିନ୍ ସିସ୍ ବଡ୍ ପୁଜାରିକେ ଜାନି ରଇଲା । ସେଟାର୍ପାଇ ଜିସୁର୍ ସଙ୍ଗ୍ ବଡ୍ ପୁଜାରିର୍ ଡାଣ୍ଡେ ପୁର୍ଲା ।
ସେବେଲେ ମୁକିଅ ପୁଜାରିମନ୍ ଆରି ପାର୍ଚିନ୍ମନ୍ ବଡ୍ ପୁଜାରି କୟାପାର୍ ଗରେ ରୁଣ୍ଡ୍ ଅଇଲାଇ ।
ପିତର୍ ଜିସୁର୍ ଟାନେଅନି ଦୁରିକେ ରଇ ତାର୍ ପଚେ ପଚେ ଗାଲା ଆରି ମୁକିଅ ପୁଜାରିର୍ ଡାଣ୍ଡ୍ବିତ୍ରେ ଗାଲା । ଜାଗୁଆଲ୍ମନର୍ ସଙ୍ଗ୍ ବସିକରି ଜଇ ଚେକ୍ତେରଇଲା ।
ତାର୍ ପଚେ ସେମନ୍ ଜିସୁକେ ବାନ୍ଦିକରି ବଡ୍ ପୁଜାରିର୍ ଗରେ ଦାରିଗାଲାଇ । ପିତର୍ ଦୁରିକେ ରଇ ସେମନର୍ ପଚେପଚେ ଗାଲା ।
ତାର୍ପଚେ ଆନାନ୍ ଜିସୁକେ ବାନ୍ଦ୍ନେସେ ବଡ୍ ପୁଜାରି କାୟାପାର୍ ଲଗେ ପାଟାଇଦେଲା ।
ତାର୍ ପଚେ ଜିସୁକେ କାୟାପାର୍ ଗରେଅନି ରମିୟ ସର୍କାର୍ ପିଲାତର୍ତେଇ ଦାରିଗାଲାଇ । ସେଟା କୁକ୍ଡା ଡାକେ ଅଇରଇଲା । ଆରି ଜିସୁକେ ନିନ୍ଦା କର୍ବା ଲକ୍ମନ୍ ନିଜ୍କେ ଅସୁକଲ୍ ଅଇବାର୍ ଅଇସି ବଲିକରି ବିତ୍ରେ ଜାଅତ୍ନାଇ । କାଇକେ ବଇଲେ ନିସ୍ତାର୍ ପରବର୍ ବଜିର୍ ପାଇ ବଲି ସେମନ୍ ଅସୁକଲ୍ ଅଇବାକେ ମନ୍ ନ କର୍ତେରଇଲାଇ ।