17 ସେ ଡିଆଗଡି ଜାଗି ରଇଲା ଗତିଦାଙ୍ଗ୍ଡି ସେବେଲା ପିତର୍କେ ପାଚାର୍ଲା, “ତୁଇ ମିସା ଏ ଲକ୍ମନର୍ ବିତ୍ରେଅନି ଗଟେକ୍ ଲକ୍ ନଉଁସ୍ କି ?” ପିତର୍ କଇଲା “ମୁଇ ତାର୍ ଲକ୍ ନଇ ।”
ପିତର୍ ଜିସୁକେ କଇଲା, “ତମ୍କେ ବିନ୍ ଲକ୍ମନ୍ ସବୁ ଚାଡିକରି ଉଟିଗାଲେ ମିସା ମୁଇ ଚାଡି ନ ଜାଇ ।”
ତାର୍ ପଚେ ସେମନ୍ ଜିସୁକେ ବାନ୍ଦିକରି ବଡ୍ ପୁଜାରିର୍ ଗରେ ଦାରିଗାଲାଇ । ପିତର୍ ଦୁରିକେ ରଇ ସେମନର୍ ପଚେପଚେ ଗାଲା ।
ମାତର୍ ପିତର୍ ବାଇରର୍ ଡିଆଗଡିଲଗେ ଟିଆଅଇ ରଇଲା । ବଡ୍ ପୁଜାରିକେ ଜାନିରଇଲା ସିସ୍ ଡାଣ୍ଡେ ବାଉଡି ଆସି ଡାଣ୍ଡର୍ ଡିଆଗଡି ଲଗେ ଜାଗିରଇଲା । ଗତିଦାଙ୍ଗ୍ଡିକେ କଇକରି ପିତର୍କେ ବିତ୍ରେ ଡାକିନେଲା ।
ସିମନ୍ ପିତର୍ ଟିଆଅଇ ଜଇଚେକ୍ବା ବେଲେ ବିନ୍ ଲକ୍ମନ୍ ତାକେ ପାଚାର୍ଲାଇ, “ତୁଇ ମିସା ଏ ଲକର୍ ସିସ୍ମନର୍ ବିତ୍ରେଅନି ଗଟେକ୍ ଲକ୍ ନଉଁସ୍ କି ?” ମାତର୍ ପିତର୍ କଇଲା, “ନାଇ ମୁଇ ତାର୍ ସିସ୍ ନଇ ।”
“ନାଜରିତିୟ ଜିସୁକେ କଜ୍ଲୁନି ।” ସେମନ୍ କଇଲାଇ । “ମୁଇସେ ଜିସୁ ।” ବଲି ସେମନ୍କେ କଇଲା । ବିସ୍ବାସେ ବିସ୍ ଦେଉ ଜିଉଦା ମିସା ସେ ଲକ୍ମନର୍ ସଙ୍ଗ୍ ଟିଆଅଇରଇଲା ।
ଜିସୁ କଇଲା, “ମୁଇ ଆକା ସେ ଲକ୍ ବଲି ତମ୍କେ କଇଲି । ତମେ ଜଦି ମକେ କଜ୍ଲାସ୍ନି ବଇଲେ ଏ ଲକ୍ମନ୍କେ ଚାଡିଦିଆସ୍ ।”
ସେମନ୍ କାଇଲା ପଚେ ଜିସୁ ସିମନ୍ ପିତର୍କେ କଇଲା, “ଜଅନର୍ ପଅ ସିମନ୍, ତୁଇକାଇ ଏମନର୍ତେଇଅନି ମକେ ଅଦିକ୍ ଆଲାଦ୍ କଲୁସ୍ନି କି ?” ପିତର୍ କଇଲା, “ଉଁ ମାପ୍ରୁ ମୁଇ ଆଲାଦ୍ କଲିନି ବଲି ତୁଇ ଜାନିଆଚୁସ୍ ।” ଜିସୁ ତାକେ “ତୁଇ ମର୍ ମେଣ୍ଡାମନ୍କେ ନିମାନ୍ କରି ଜତନ୍ କର୍ ।” ବଲି କଇଲା ।
ପିତର୍ ବାଇରର୍ କାପାଟେ ଟକ୍ଟକ୍ କରି ମାର୍ଲାକେ, ରଦା ନାଉଁର୍ ଗଟେକ୍ ଗତିଦାଙ୍ଗ୍ଡି କାପାଟ୍ ଉଗାଡ୍ବାକେ ଆଇଲା ।