19 ଏତ୍କି ବିତ୍ରେ ବଡ୍ ପୁଜାରି ଜିସୁର୍ ସିସ୍ମନର୍ ବିସଇ ଆରି ଜିସୁ ସିକାଇଦେଲା ବିସଇ ସେମନ୍କେ ପାଚାର୍ବାର୍ଦାର୍ଲା ।
ଜିସୁକେ ବନ୍ଦି କରୁମନ୍ ତାକେ ବଡ୍ ପୁଜାରି କାୟାପାର୍ ଗରେ ନେଲାଇ । ସିତି ଦରମ୍ ଗୁରୁ ଆରି ପାର୍ଚିନ୍ମନ୍ ଟୁଲ୍ ଅଇରଇଲାଇ ।
ପଚେ ସେ ଲକ୍ମନ୍ ଜିସୁକେ ସବୁର୍ଟାନେଅନି ବଡ୍ପୁଜାରିତେଇ ଦାରିଗାଲାଇ । ମୁକିଅ ପୁଜାରିମନ୍, ପାର୍ଚିନ୍ମନ୍ ଆରି ନିୟମ୍ ଗୁରୁମନ୍ ସବୁଲକ୍ ଗଟେକ୍ ତେଇ ରୁଣ୍ଡ୍ଲାଇ ।
ସେଟାର୍ପାଇ ସେମନ୍ ତାର୍ ବୁଲ୍ ଦାର୍ବାକେ ଗଟେକ୍ ସୁଜଗ୍ କଜ୍ତେ ରଇଲାଇ । ସେମନ୍ କେତେଟା ଚର୍ମନ୍କେ ଲାଁଚ୍ଦେଇ ଦରମ୍ ଲକ୍ପାରା ଦେକାଇ ଅଇବାକେ ପାଟାଇଲାଇ । କାଇକେ ବଇଲେ ଜିସୁର୍ ଟଣ୍ଡେଅନି ବୁଲ୍କାତା ବାର୍କରାଇ, ଦସ୍ ଦାରି, ରମିୟ ସାସନ୍କାରିଆକେ ସର୍ପି ଦେବାକେ ମନ୍କର୍ତେ ରଇଲାଇ ।