2 ଜନ୍ ଜିଉଦା କି ଜିସୁକେ ସତ୍ରୁମନ୍କେ ସର୍ପିଦେଲା, ସେ ମିସା ସେ ଜାଗା ଜାନି ରଇଲା । କାଇକେବଇଲେ ଜିସୁ ତାର୍ ସିସ୍ମନର୍ ସଙ୍ଗ୍ ସେ ବାଡେ କେତେ ତର୍ ଜାଇରଇଲା ।
“ମାପ୍ରୁ, ମର୍ ପିଲାକେ ଦୟା କରା । ମୁର୍ଚା ବେମାର୍ ଲାଗି କସ୍ଟ ପାଇଲାନି । ସେ ବେସି ତର୍ ଜଇତେଇ ଆରି ପାନିତେଇ ଅଦ୍ରି ଦେଲାନି ।
ଜିସୁ ସେ ଦିନ୍ମନ୍କେ ମନ୍ଦିରେ ଜାଇ ନିମାନ୍ କାତା ସିକାଇ ଦେଇତେ ରଇଲା । ଆରି ତାର୍ ସିସ୍ମନର୍ ସଙ୍ଗ୍ ସବୁ ରାତି ବାରିଜାଇ ଜିତ୍ ନାଉଁର୍ ଡଙ୍ଗ୍ରେ ବିତାଇତେ ରଇଲା ।
ତେଇଅନି ଜିସୁ ଗଡ୍ ଚାଡି ଆଗ୍ତୁର୍ ଅବିଆସ୍ ଇସାବେ ଜିତ୍ନାଉଁର୍ ଡଙ୍ଗ୍ରେ ପାର୍ତନା କର୍ବାକେ ଗାଲା । ସିସ୍ମନ୍ ମିସା ତାର୍ ସଙ୍ଗ୍ ରଇଲାଇ ।