23 ଜିସୁ ତାକେ କଇଲା “ମୁଇ ଜଦି ବୁଲ୍ କାତା କଇରଇଲେ, ସବୁର୍ ମୁଆଟେ ମର୍ ବୁଲ୍ ଦେକାଆ, ମୁଇ ସତ୍କାତା କଇଲିନି ବଇଲେ, ମକେ କାଇକେ ମାର୍ଲୁସ୍ନି ?”
ମାତର୍ ମୁଇ ତମ୍କେ କଇଲିନି, ତମର୍ ବିରଦେ କେ ଅନିଆଇ କାମ୍ କଲେ, ତାକେ ସୁଜାଇବାକେ ଚେସ୍ଟା କରା ନାଇ, ଜେ ତମର୍ ଉଜା ଗାଲେ ଚାପଡ୍ ମାର୍ସି, ତାକେ ଆରି ଗଟେକ୍ ଚାପ୍ଡା ମାର୍ବାକେ ଡେବ୍ରି ଗାଲ୍ ମିସା ଦେକାଇ ଦିଆସ୍ ।
ମୁଇ ପାଉଲ୍ ତମ୍କେ ବାବୁଜିଆ କଲିନି, ମୁଇ ତମର୍ ସଙ୍ଗ୍ ରଇଲାବେଲେ, ତମ୍କେ ଲାଗ୍ବାକେ ଡର୍ସି ବଲି କେତେଲକ୍ କଇଲାଇନି । ମାତର୍ ଲେକ୍ବାକେ ସାଆସ୍ ଅଇକରି ବାଦ୍ଲାପାରା ଲେକ୍ଲାନି ବଲି କଇଲାଇନି । ଆମେ କିରିସ୍ଟର୍ ସଙ୍ଗ୍ ଗାଲୁନି, ଜେ କି ବେସି ସୁଆଲ୍ ଆରି ଦରମ୍ । ସେଟା ନେଇକରି ବାବୁଜିଆ କଲିନି ।