ଜଅନ୍ 18:28 - ସତିଅର୍ ବାଟ୍ ନୁଆ ନିୟମ୍ 202028 ତାର୍ ପଚେ ଜିସୁକେ କାୟାପାର୍ ଗରେଅନି ରମିୟ ସର୍କାର୍ ପିଲାତର୍ତେଇ ଦାରିଗାଲାଇ । ସେଟା କୁକ୍ଡା ଡାକେ ଅଇରଇଲା । ଆରି ଜିସୁକେ ନିନ୍ଦା କର୍ବା ଲକ୍ମନ୍ ନିଜ୍କେ ଅସୁକଲ୍ ଅଇବାର୍ ଅଇସି ବଲିକରି ବିତ୍ରେ ଜାଅତ୍ନାଇ । କାଇକେ ବଇଲେ ନିସ୍ତାର୍ ପରବର୍ ବଜିର୍ ପାଇ ବଲି ସେମନ୍ ଅସୁକଲ୍ ଅଇବାକେ ମନ୍ ନ କର୍ତେରଇଲାଇ । အခန်းကိုကြည့်ပါ။ |