30 ସେ ଲକ୍ମନ୍ ପିଲାତ୍କେ କଇଲାଇ, “ଏ ଲକ୍ ଜଦି ବୁଲ୍ କାମ୍ କରି ନ ରଇଲେ, ଆମେ ତମର୍ ଲଗେ ନ ଆନ୍ତୁ ।”
ଜିସୁ ତାର୍ ସିସ୍ମନ୍କେ କଇଲା, “ସୁନା ଆମେ ଜିରୁସାଲମେ ଗାଲୁନି । ତେଇ ପର୍ମେସରର୍ଟାନେଅନି ଆସିରଇବା ନର୍ପିଲା, ମକେ ବିସ୍ବାସେ ବିସ୍ ଦେଲାପାରା କରି ମୁକିଅ ପୁଜାରିମନ୍ ଆରି ନିୟମ୍ ସିକାଇ ଦେବା ଲକ୍ମନ୍କେ ସର୍ପି ଦେବାଇ । ସେମନ୍ ମକେ କିଜାଇକରି ବିଚାର୍ କରି ‘ଆକେ ମରାଇବାର୍ ଆଚେ ।’ ବଲି ରମିୟ ଲକ୍ମନ୍କେ ସର୍ପି ଦେବାଇ ।
ମୁକିଅ ପୁଜାରିମନ୍ ଜିସୁକେ ଦସ୍ ଦେଇ କଇବାର୍ ଦାର୍ଲାଇ ।
ନର୍ପିଲା ପାପି ଲକ୍ମନର୍ ଆତେ ସର୍ପାଇ ଅଇସି ଆରି ସେମନ୍ ତାକେ କୁର୍ସେ କୁଟିମାରି ମରାଇ ଦେବାଇ । ମାତର୍ ତିନ୍ଦିନ୍ ଗାଲାପଚେ ସେ ଆରି ତରେକ୍ ଜିବନ୍ ଅଇ ଉଟ୍ସି ।”
ତେବେ ରମିୟ ସର୍କାର୍ ପିଲାତ୍, ବାଇରେ ଆସିପାଚାର୍ଲା, “ଏ ଲକର୍ ବିରୁଦେ ତମର୍ କାଇ ଦାବି ଆନିଆଚାସ୍ ?”
ସେଡ୍କି ବେଲା ପିଲାତ୍ ସେମନ୍କେ କଇଲା, “ତମେ ତାକେ ଦାରିଜାଇକରି ତମର୍ ନିୟମ୍ ଇସାବେ ବିଚାର୍ କରା ।” ଜିଉଦି ନେତାମନ୍ କଇଲାଇ, “ଗଟେକ୍ ଲକ୍କେ ମରନ୍ ଡଣ୍ଡ୍ ଦେବାଟା ରମିୟ ସର୍କାର୍କେ ସେ ଆଚେ । ଜିଉଦି ଲକ୍ମନ୍ କାକେମିସା ମରନ୍ ଡଣ୍ଡ୍ ଦେବାକେ ଆମର୍ ଅଦିକାର୍ ନାଇ ।”
ଏ କାତା ସୁନି ପିଲାତ୍ ଜିସୁକେ ମୁକ୍ଲାଇବାକେ ଚେସ୍ଟା କଲା । ମାତର୍ ଜିଉଦି ଲକ୍ମନ୍ ଆଉଲିଅଇ କଇଲାଇ, “ତୁଇ ଜଦି ଆକେ ମୁକ୍ଲାଇସୁ ବଇଲେ, ସମ୍ରାଟର୍ ମଇତର୍ ନଉଁସ୍ । ଜେ ନିଜ୍କେ ରାଜା ବଲି ଦାବି କର୍ସି, ସେ ତାର୍ ବିରଦେ କଇଲାନି ।”
ଆମର୍ ଆନିଦାଦିମନର୍ ପର୍ମେସର୍ ଅବ୍ରାଆମର୍, ଇସାକର୍ ଆରି ଜାକୁବର୍ ପରମେସର୍ ତାର୍ ସେବାକାରିଆ ଜିସୁକେ ଡାକ୍ପୁଟା କଲାଆଚେ । ମାତର୍ ତମେ ତାକେ ସାସନ୍କାରିଆମନର୍ ଆତେ ସର୍ପିଦେଲାସ୍ । ଏନ୍ତି କି ପିଲାତ୍ ତାକେ ଚାଡିଦେବାକେ ମନ୍କରି ରଇଲେ ମିସା ତାର୍ ମୁଆଟେ ଚାଡ୍ନାଇ ବଲି କଇଲାସ୍ ।
ସେ ସୁବ୍କବରର୍ ଲାଗି ମୁଇ ଦୁକ୍ କସ୍ଟ ଅଇ ଆଇଲିନି ଆରି ଗଟେକ୍ ଦସ୍ କଲା ଲକର୍ପାରା ବନ୍ଦିଗରେ ଆଚି । ମାତର୍ ପର୍ମେସରର୍ ବାକିଅ ବାନ୍ଦାଇଅଇ ରଏନାଇ ।
ତମର୍ ବିତ୍ରେ ଜଦି କେ ମିସା ନର୍ ମାର୍ଲାର୍ ପାଇ ନଇଲେ ଚର୍ ଅଇଲାର୍ ପାଇ କି ନିୟମ୍ ନ ମାନ୍ଲାର୍ପାଇ କି ବିନ୍ ଲକର୍ ବିସଇତେଇ ମୁଣ୍ଡ୍ ପୁରାଇଲାର୍ପାଇ ଦୁକ୍ କସ୍ଟ ପାଆନାଇ ।